ଆସନ୍ତାକାଲିର ରାଶିଫଳ, ଜାଣନ୍ତୁ କମିତି କଟିବ ଆପଣଙ୍କ ଦିନ ?

Published By : Prameya-News7 Bureau | July 06, 2021 IST

ମେଷ – ଲକ୍ଷ୍ୟ ପୂରଣ ପାଇଁ ପ୍ରଚେଷ୍ଟା ଅବ୍ୟାହତ ରଖିବେ । ବିବେକାନୁମୋଦିତ କାର୍ଯ୍ୟ କରିବେ । ପ୍ରଶଂସା ଓ କର୍ମ ପ୍ରେରଣା ମିଳିବ । ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେବେ । ସ୍ୱାସ୍ଥ୍ୟ ସମସ୍ୟା ଆସିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

       ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

       ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

       ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

       କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

       ବ୍ୟବସାୟୀ- ଅର୍ଥ ହାନୀ ହେବ ।

       ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ – ଜୀବନ ଶୈଳୀରେ ବ୍ୟତିକ୍ରମ ସାଧାରଣ ସ୍ୱାସ୍ଥ୍ୟ ଭଙ୍ଗର କାରଣ ହେବ । ସମସ୍ୟା ସମାଧାନ, ଆର୍ଥିକ ଉନ୍ନତି, ସନ୍ତାନ ସୁଖ ଓ ପରୋପକାର କରି ଆତ୍ମସନ୍ତୋଷ ପାଇବେ । ପତିତ ଅର୍ଥ ଉଦ୍ଧାର ପାଇଁ ପ୍ରଚେଷ୍ଟା ଆବଶ୍ୟକ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

       ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

       ବ୍ୟବସାୟୀ- ବିଜୟୀ ହେବେ ।

       କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

       ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

       ରୋଗୀ- ସୁସ୍ଥ ଅନୁଭବ କରିବେ ।

       ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

ମିଥୁନ - ପରିବାରରେ ସ୍ନେହ ସହିଚ୍ଛା ପାଇବେ । ଭୂମି ସମ୍ପର୍କୀୟ ବିବାଦ ଠାରୁ ଦୂରରେ ରହିବା ହିତକର । ମନରେ ଉତ୍ସାହ ଆସିବ । କେତେକ ବିଶେଷ କାର୍ଯ୍ୟ ସହଜରେ ହାସଲ କରିପାରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

       ଗୃହିଣୀ- ସୁଖଭାରା ଦିନଟି ।

       ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

       କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।

       ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।

       ରୋଗୀ- ଚକ୍ଷୁ ପୀଡା ହେବ ।

       ଚାଷୀ- ଜଳ ସଞ୍ଚୟ କରନ୍ତୁ ।

କର୍କଟ – ସ୍ୱଚ୍ଛଳତା ଓ ସମ୍ପନ୍ନତା ପ୍ରତି ଆଶାବାଦୀ ହେବେ । ଦେହ ସୁସ୍ଥ ରହିବ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବେ । ପାରସ୍ପରିକ ବୁଝାମଣା ସଠିକ୍ ରହିବ । ଦୂର ଯାତ୍ରାରେ ସଫଳତା ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

       ଗୃହିଣୀ- ମାନସିକ ଶାନ୍ତି ପାଇବେ ।

       ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

       କର୍ମଜୀବି- ଜଳଯାତ୍ରା ମନା ।

       ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

       ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

       ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ସିଂହ – ବୌଦ୍ଧିକ କାର୍ଯ୍ୟରେ ଅଧ୍ଚଳ ସଫଳତା ମିଳିବ । ଜିଦ ଓ କ୍ଷଣକୋପ ଯୋଗୁ ପାରିବାରିକ ଅଶାନ୍ତି ଆସିବ । ଉଚ୍ଚ ବର୍ଗ ସହିତ ସୁସମ୍ପର୍କ ରହିବ । ଗୃହ ଉପକରଣ କ୍ରୟ କରିବେ । ଗୁରୁଜନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାଜନକ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

       ଗୃହିଣୀ- ମିତ୍ର ସୁଖ ପାଇବେ ।

       ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

       କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

       ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

       ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

       ଚାଷୀ- ଜଳ ସଞ୍ଚୟ କରନ୍ତୁ ।

କନ୍ୟା – ନିର୍ମାଣମୂଳକ କାର୍ଯ୍ୟରେ ଅହେତୁକ ବିଳମ୍ବ ମନକୁ ଭାରାକ୍ରାନ୍ତ କରିବ । ପାରିବାରିକ ଅଶାନ୍ତି ରହିବ । ପାରିବାରିକ କ୍ଷେତ୍ରରେ ସମନ୍ୱୟ ରକ୍ଷା କରିପାରିବେ । ସାମୟିକ ଭାବରେ ବିଶୃଙ୍ଖଳିତ ସ୍ଥିତି ଆସିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

       ଚାଷୀ- ଜଳ ସଞ୍ଚୟ କରନ୍ତୁ ।

       ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

       ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

       କର୍ମଜୀବି- ଅର୍ଥ ହାନୀ ହେବ ।

       ବ୍ୟବସାୟୀ- ସଫଳତା ମିଳିବ ।

       ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା – ଘାତଚନ୍ଦ୍ର ଭୋଗ ହେତୁ ଦିନଟି ଅଶୁଭ ଫଳ ଦାୟକ ହୋଇପାରେ । ମନରେ ଦୁଃଶ୍ଚିନ୍ତା ବଢିବ । କାର୍ଯ୍ୟ ଉପଲକ୍ଷେ ଧନବ୍ୟୟ ଏବଂ ସାମାଜିକ ପ୍ରତିଷ୍ଠା ଲାଭ ହେବ । ଦୂର ଯାତ୍ରାରେ କ୍ଷତି ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।

       ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

       ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

       କର୍ମଜୀବି- କର୍ମଚଞ୍ଚଳ ରହିବେ ।

       ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

       ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

       ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବିଛା – ଅର୍ଥାଭାବ କାରଣରୁ କେତେକ କାର୍ଯ୍ୟ ସ୍ଥଗିତ ରଖିବାକୁ ବାଧ୍ୟ ହେବେ । ବନ୍ଧୁ, ପ୍ରିୟଜନମାନେ ସହ ଯୋଗ ଅବ୍ୟାହତ ରଖିବେ । ମଙ୍ଗଳ ଉତ୍ସବରେ ସକ୍ରିୟ ଅଂଶ ଗ୍ରହଣ କରିବେ । ଧର୍ମ ନିଷ୍ଠା ବଢିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

       ଗୃହିଣୀ- ମିତ୍ର ସୁଖ ପାଇବେ ।

       ବ୍ୟବସାୟୀ- ଚୌର ଭୟ ଅଛି ।

       କର୍ମଜୀବି- କର୍ମଚଞ୍ଚଳ ରହିବେ ।

       ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

       ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

       ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ଧନୁ – କଲ୍ୟାଣ ଚନ୍ଦ୍ର ଭୋଗ ହେଉଛି । କର୍ମ କ୍ଷେତ୍ରରେ ଉତ୍ସାହ ଓ ଅନୁପ୍ରେରଣା ଲାଭ କରିବେ । ସରକାରୀ ସ୍ତରରୁ ଅର୍ଥାଗମ ଯୋଗ ଭୋଗ ହେବ । ମାନସିକ ଶାନ୍ତି ଅବ୍ୟାହତ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

       ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

       ରୋଗୀ- ୟୋଗା କରନ୍ତୁ ।

       ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

       କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

       ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

       ଗୃହିଣୀ- ପରକୁ ଆପଣାର କରିବେ ।

ମକର – ସମଷ୍ଟିଗତ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରିବେ । ଆବଶ୍ୟକତା ଠାରୁ ଅଧିକ ବ୍ୟୟ ଭାର ମଧ୍ୟ ପଡିବ । ପରିବାରର ସଦସ୍ୟମାନେ ସହ ଯୋଗ ପ୍ରଦାନ କରିବେ । ବସ୍ତ୍ରଭୂଷଣ ଲାଭ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

       ଚାଷୀ- ଉତ୍ତମ ଫଳ ପାଇବେ ।

       ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

       ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

       କର୍ମଜୀବି- ପ୍ରଶଂସିତ ହେବେ ।

       ବ୍ୟବସାୟୀ- ଅର୍ଥ ହାନୀ ହେବ ।

       ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କୁମ୍ଭ  - ଶୁଭ ଦିନଟିଏ । କିଛି ଲୋକଙ୍କୁ ଆପଣାର କରିବେ । ଅନ୍ୟମାନଙ୍କର ପ୍ରିୟଭାଜନ ହେବେ । ପରିବାରରେ ଉତ୍ତମ ବୁଝାମଣା ରହିବ । ସୁଭୋଜନ ମିଳିବ । ସାହିତ୍ୟ ଗଠନ ଓ ଆଧ୍ୟାତ୍ମିକ ରୁଚି ଅଧିକ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

       ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

       ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

       ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

       କର୍ମଜୀବି- ସମ୍ମାନିତ ହେବେ ।

       ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

       ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ - ମାନସିକ ଦୁଃଖ ଅନୁଶୋଚନ ଲାଘବ ହେବ । ଦେହ ସୁସ୍ଥ ରହିବ । ନୂତନ ଉଦ୍ୟମକୁ ସଫଳ କାର୍ଯ୍ୟରୂପ ଦେଇପାରିବେ । ଦୟା ଧର୍ମ, ଭାବ ବଢିବ । ଗୁରୁ ଦେବତା ବ୍ରାହ୍ମଣ ଭକ୍ତି ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

       ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

       ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

       ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

       କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

       ବ୍ୟବସାୟୀ- ଅର୍ଥ ଲାଭ ହେବ ।

       ଗୃହିଣୀ- ସୁଖୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.