Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଜୁନାଗଡ଼ ଏନଏସି ୨ଦିନ ପାଇଁ ସଟ୍‌ଡାଉନ୍‌

12/08/2020 at 3:37 PM

କଳାହାଣ୍ଡି ୧୨।୦୮: କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ଆଜି ଓ ଆସନ୍ତାକାଲି ଜୁନାଗଡ଼ ଏନଏସି ସଟଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ ଜୁନାଗଡ଼ ସହରର ୧୨ଟି ୱାର୍ଡର ୧୯ ହଜାର ୬୫୬ ଜଣଙ୍କୁ ସ୍କ୍ରିନିଂ କରାଯିବ। ଏଥିପାଇଁ ୪୩ ଟିମ୍ ଗଠନ କରାଯାଇଛି। ଏଥିପାଇଁ ୬ ଜଣ ତହସିଲଦାର ପର୍ଯ୍ୟବେକ୍ଷକ ନିୟୋଜିତ କରାଯାଇଛି।

ଆଜି ସକାଳୁ ଦୋକାନ ବଜାର ବନ୍ଦ ରହିଥିବା ବେଳେ ସ୍ବାସ୍ଥ୍ୟଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ସେହିପରି ବୋର୍ଡା ଅଞ୍ଚଳରେ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବୋର୍ଡା ପଞ୍ଚାୟତକୁ ସରପଞ୍ଚ ୭ ଦିନ ପାଇଁ ସଟ୍ ଡାଉନ୍ ଘୋଷଣା କରିଛନ୍ତି। ତେଣୁ ଏହି ସଟ୍‌ଡାଉନ୍‌ ସମୟରେ ସମସ୍ତଙ୍କୁ କୋଭିଡ଼ କଟକଣା ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯଦି କେହି ନିୟମ ଉଲ୍ଲଂଘନ କରନ୍ତି, ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

   Related Posts