ଆସନ୍ତାକାଲିର ରାଶିଫଳ: ଜାଣନ୍ତୁ କାଲି କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | June 09, 2021 IST

wp:code
                                                         
/wp:code

ମେଷ – କର୍ତ୍ତବ୍ୟ ପରାୟଣ ହେବେ । ମାନସିକ ଶାନ୍ତି ସନ୍ତୋଷ ମିଳିବ । ସରକାରୀସ୍ତରରୁ ନିଶ୍ଚିତତାର ସୂଚନା ପାଇବେ । ପୁରାତନ ରୋଗପୀଡାର ଆଶଙ୍କା କମ୍ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ଓ ସମ୍ମାନ ପାଇବେ । ସରକାରୀ ସ୍ତରରେ ପ୍ରାପ୍ୟ କିଛି ଥିଲେ ତାହା ହାତକୁ ଆସିବ । ଦୂର ଯାତ୍ରାରେ ସଫଳତା ମିଳିବ । ଦୃଢ ମନୋବଳ ନେଇ କାର୍ଯ୍ୟ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ଦେହ ଅସୁସ୍ଥ ରହିବ । ଦୂର ଯାତ୍ରାରେ କ୍ଷତି ଯୋଗ ରହିଛି । ଆତ୍ମ ନିର୍ଭରଶୀଳ ହେବେ । ଆଧ୍ୟାତ୍ମିକ କ୍ଷେତ୍ରରେ ସତ ପରାମର୍ଶ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – ସମସ୍ୟା ଜାଲରେ ଛନ୍ଦି ହେବା ପରି ଅନୁଭବ କରିବେ । ବନ୍ଧୁ ବର୍ଗରୁ ସହ-ଯୋଗ ମିଳିବ । କର୍ମ କ୍ଷେତ୍ରରେ ସ୍ଥିତି ସୁଦୃଢ କରିବେ । ଦେବାଦେବୀ ପୂଜାରେ ମନ ବଳାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚା ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ – କେତେକ ବିଶେଷ ସମସ୍ୟାର ସହଜ ସମାଧାନ କରିପାରିବେ । ପରିବାରରେ ଶାନ୍ତି ଅବ୍ୟାହତ ରହିବ । ମନୋବଳ ଦୃଢ ହେବ । ପରୋପକାର କରି ଆତ୍ମ ସନ୍ତୋଷ ଲାଭ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା – ଆୟ ଠାରୁ ବ୍ୟୟର ପରିମାନ ଅଧିକ ହେବ । ମାନସିକ ପରିତୃପ୍ତି କମ୍ ପାଇବେ । ସନ୍ତାନ ସନ୍ତତି ଚିନ୍ତା ବଢାଇ ପାରନ୍ତି । ଭୂମି ଜମି ଜମା ସଂପର୍କୀୟ କିଛି ଝାମେଲା ଆସିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା – ପୀଡା କିମ୍ବା ସ୍ନାୟବିକ ଦୁର୍ବଳତା ଭୋଗ ହେବ । ନିରପେକ୍ଷ ମତାମତ ଦେଇ କର୍ମ କ୍ଷେତ୍ରରେ ସମ୍ମାନ ପାଇବେ । ଗୃହ ନିର୍ମାଭାଦି କର୍ମ ତ୍ୱରାନ୍ୱିତ ହେବ । ଶୁଭ କାର୍ଯ୍ୟ ସଂପାଦନ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – କଲ୍ୟାଣ ଚନ୍ଦ୍ର ଭୋଗ ହେଉଛି ଆଜି । ସମୟ ଶୁଭ କାରକ ହେବ । ବିବାଦମାନ ସ୍ଥିତି କ୍ରମେ ଦୂରେଇବ । ଆଦର ସମ୍ମାନ ପାଇବେ । ଆୟ ଆଖିଦୃଶିଆ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – ସଦା ସର୍ବଦା କାର୍ଯ୍ୟ ବ୍ୟସ୍ତତା ମଧ୍ୟରେ ନିଜକୁ ନିୟୋଜିତ ରଖିବେ । ମନରେ ଉତ୍ସାହ ବଢିବ । ଦୂର ଭ୍ରମଣ ଯଥା ସମ୍ଭବ ସଂକୁଚିତ କରିବା ଭଲ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମକର – କର୍ମ କ୍ଷେତ୍ରରେ ବିଳମ୍ବ, ଆଶା ବିଫଳ ଧର୍ମ କାର୍ଯ୍ୟରେ ଋଚି, ସାମାଜିକ ପ୍ରତିଷ୍ଠା ଓ ଆୟ ବଢିବାର ସମ୍ଭାବନା ଅଧିକ । ବନ୍ଧୁମାନେ ବିରୁଦ୍ଧାଚରଣ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ଞ୍ଜ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ - କର୍ମକ୍ଷେତ୍ରରେ ନିରପେକ୍ଷ ରହିଲେ ବହୁ ଅସୁବିଧାରୁ ମୁକ୍ତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ସନ୍ତୋଷ ମିଳିବ । ଲକ୍ଷ୍ୟ ପୂରଣ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମୀନ - ତୀର୍ଥ ଦର୍ଶନ, ପରୋପକାର, ଆଦର, ସମ୍ମାନ, ଅଭ୍ୟର୍ଥନା, ବନ୍ଧୁ ମିଳନ ଓ କର୍ମ କ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ବଢିବ । ଅପରାହ୍ନ ଠାରୁ ସମୟ କିଛି ପ୍ରତିକୂଳ ଫଳ ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.