Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଜୁନ ୬ ତାରିଖ, ରବିବାର ରାଶିଫଳ : ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

5/06/2021 at 8:13 PM

ମେଷ – କାର୍ଯ୍ୟ ଆୟତ୍ତାଧୀନ ହୋଇପାରେ । ସ୍ୱଳ୍ପ ଆୟ କିନ୍ତୁ ସୁସମ୍ବାଦ ପାଇ ଖୁସି ହେବେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଚଳତା ଦେଖା ଦେବ । ବିବାଦୀୟ ଘଟଣାରେ ବିଜୟୀ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚା ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବୃଷ – ଆଶାବାଦୀ ହୋଇପାରନ୍ତି । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ । ଅଧିକ କ୍ଷମତା ହାସଲ କରି ତା’ର ସଦ୍‌-ବ୍ୟବହାର କରିପାରନ୍ତି । ପ୍ରତିଦ୍ୱନ୍ଦ୍ୱିତାରେ ବିଜୟ ଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ମିଥୁନ – ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଧନକ୍ଷୟର ସମ୍ଭାବନା ଅଛି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ, ମାତ୍ର ଉତ୍ତମ କଥାକାର ହେବେ । ଯାନବାହନ ଚଳାଚଳରେ ସତର୍କ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
କର୍କଟ – ବୁଝି –ବିଚାରି କାର୍ଯ୍ୟ କଲେ ଶୁଭଫଳ ମିଳିବ । ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଶୁଭ କାର୍ଯ୍ୟ ପାଇଁ ଦିନଟି ପ୍ରଶସ୍ତ ରହିଛି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ସିଂହ – କାର୍ଯ୍ୟ କଷ୍ଟ ସାଧ୍ୟ ହେଲେ ବି, ସଫଳତା ମିଳିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କନ୍ୟା – ନିର୍ଭୟରେ କାର୍ଯ୍ୟ ସମ୍ପାଦନ କରିପାରନ୍ତି । ଶ୍ରମ ସାର୍ଥକ ହେବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ରହିବ । ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା – ପରିଶ୍ରମ ଅଧିକ ହେବ, ମାତ୍ର ତା’ର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଗର୍ବୀ ଓ ଶଙ୍କାହୀନ ହୋଇପାରନ୍ତି । କୃଷି କର୍ମରେ ମନ ଦେବେ । ଧନ ଭୋଗର ସୂଚନା ମିଳୁଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ଉଚ୍ଚ ଆଶା ଫଳବତୀ ହେବ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ କରିବା ପାଇଁ ମନ ବଳାଇ ପାରନ୍ତି । ଦିଅଁ ଦର୍ଶନର ସୁଯୋଗ ଅଛି । ବିଭାଗୀୟ ସ୍ତରରୁ ଲାଭବାନ୍ ହେବେ । ପ୍ରଭାବ ବିସ୍ତାର କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଭୟ-ଭ୍ରାନ୍ତି ଦୂର ହେବ । ଆକସ୍ମିକ ସମସ୍ୟା ଦେଖା ଦେଇ ପାରେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଶୁଭ କାର୍ଯ୍ୟ ବର୍ଜନୀୟ । ସରଳ ଓ ନିରାଡମ୍ବର ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମକର – ଆୟ ପରିମାଣ ବୃଦ୍ଧି ପାଇବ । ସୁଚିନ୍ତିତ ମତ ବ୍ୟକ୍ତି କରି ଜନସାଧାରଣଙ୍କ ପ୍ରିୟଭାଜନ ହେବେ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ପ୍ରଭାବ ବିସ୍ତାର କରିବେ । ପତ୍ନୀଙ୍କ ଉପଦେଶ ମାନିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କୁମ୍ଭ – ପ୍ରିୟଭାଷୀ ହେବେ । ଧନ ଓ ଯାନବାହନଯୁକ୍ତ ହୋଇପାରନ୍ତି । ମୂଲ୍ୟବାନ୍ ସମ୍ପଦର ଅଧିକାରୀ ହେବେ । ଖର୍ଚ୍ଚାନ୍ତ ଯୋଗ ଅଛି । ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ମୀନ – କାର୍ଯ୍ୟରେ ସଫଳତା ଲାଭ କରିବେ । ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିବେ । ସତ୍‌-କର୍ମରେ ନିଜକୁ ନିୟୋଜିତ କରିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସରକାରୀ କୃପା ଲାଭ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

   Related Posts