Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ଜଙ୍ଗଲରୁ ଯୁବକଙ୍କ ମୃତଦେହ ଠାବ : ନିକଟରେ ପଡିଛି ଏକ ପୋଡା ବାଇକ , ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

31/08/2020 at 9:35 AM

କଳାହାଣ୍ଡି ୩୧।୦୮: ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । କଳାହାଣ୍ଡି ଜିଲ୍ଲା କର୍ଲାପାଟ ଅଭୟାରଣ୍ୟରୁ ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, କର୍ଲାପାଟ ଅଭୟାରଣ୍ୟରେ  ଜଣେ ଯୁବକଙ୍କ ମୃତ ଦେହ ପଡିଥିବାର ଦେଖିବାକୁ ମିଳିଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ ହୋଇଛି । ମୃତକ  ନାଗଝୁରୀ ଗାଁର ମୋହନ ସୁନାନୀ  ବୋଲି ଜଣାପଡିଛି । ମୃତଦେହ ନିକଟରେ ଏକ ମୋଟର ସାଇକେଲ ପଡିଛି , ଯାହା ପୋଡ଼ି ଦିଆଯାଇଛି । ସେପଟେ  ମୃତକ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ କରାଯାଇଛି । ଭବାନୀପାଟଣା ପୋଲିସ ଘଟଣାର ଛାନ୍‌ଭିନ୍‌ ଜାରି ରହିଛି । ଘଟଣାର ତଦନ୍ତ ପରେ ପୁରା ଘଟଣା ସାମ୍ନାକୁ ଆସିବ । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ହୋଇଛି ।

   Related Posts