Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଭିଜିଲାନ୍ସ ଜାଲରେ ଓ୍ବେସ୍କୋ ଜେଇ ; ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ

30/11/2018 at 5:09 PM

କଳାହାଣ୍ଡି ୩୦|୧୧: ଭିଜିଲାନ୍ସ ଜାଲରେ ଓ୍ବେସ୍କୋ ଜେଇ । ବକେୟା ବିଦ୍ୟୁତ୍ ବିଲ୍ ଟଙ୍କା କାଟି ଦେବାକୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ । ଭବାନୀପାଟଣା ସେକ୍ସନ ୧ର ଜେଇ ଧରମବୀର ସାହୁ ୧୫ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡିଛନ୍ତି । ଅଭିଯୋଗକାରୀ ତ୍ରୀନାଥ ନାଏକଙ୍କ ବକେୟ ଏରିଅର ବିଦ୍ୟୁତ୍ ବିଲ୍ ରଫାଦଫା ପାଇଁ ଲାଞ୍ଚ ନେଉଥିଲେ ।

   Related Posts