Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ୩ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ

22/06/2020 at 4:12 PM

ବଲାଙ୍ଗିର ୨୨।୬:  ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଲାଞ୍ଚ ନେଉଥିବା ବେଳେ ଗିରଫ କଲା ଭିଜିଲାନ୍ସ । ବଲାଙ୍ଗିର ଜିଲ୍ଲା ପାଟଣାଗଡ ଏନଏସି କନିଷ୍ଠ ଯନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ତେବେ ସେ ଆବାସ ଯୋଜନାରେ ଫାଇନାଲ ବିଲ୍ ର ମଞ୍ଜୁରି ପାଇଁ ଏହି ୩ ହଜାର ଟଙ୍କା ଲାଞ୍ଚ ସ୍ବରୂପ ନେଉଥିଲେ କନିଷ୍ଠ ଯନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ।

   Related Posts