Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଜଷ୍ଟିସ୍ ଇନ୍ଦ୍ରଜିତ ମହାନ୍ତି ହେଲେ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି

6/10/2019 at 9:01 PM

ଜୟପୁର(ରାଜସ୍ଥାନ) – ଜଷ୍ଟିସ୍ ଇନ୍ଦ୍ରଜିତ ମହାନ୍ତି ରବିବାର ଦିନ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଉପସ୍ଥିତିରେ ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ର  ତାଙ୍କୁ ଶପଥ ପାଠ କରାଇଛନ୍ତି ।

   Related Posts