ଜଷ୍ଟିସ୍ ଇନ୍ଦ୍ରଜିତ ମହାନ୍ତି ହେଲେ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି

Published By : Prameya-News7 Bureau | October 06, 2019 IST

ଜୟପୁର(ରାଜସ୍ଥାନ) - ଜଷ୍ଟିସ୍ ଇନ୍ଦ୍ରଜିତ ମହାନ୍ତି ରବିବାର ଦିନ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଉପସ୍ଥିତିରେ ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ର  ତାଙ୍କୁ ଶପଥ ପାଠ କରାଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.