Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁର୍କୀରେ ବଡ ଧରଣର ଭୂକମ୍ପ ପରେ ସୁନାମି: ପ୍ରକୃତି ରଚିଲା ତାଣ୍ଡବଲୀଳା, ୬ ମୃତ, ୨୦୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଜେପିକୁ ତିର୍ତ୍ତୋଲବାସୀ ନିଶ୍ଚୟ ଜିତାଇବେ ଏବଂ ପ୍ରଧାନମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ- ଧର୍ମେନ୍ଦ୍ର
  • ||
  • PL 2020: ଗର୍ଜିଲା କ୍ରିସ୍ ଗେଲଙ୍କ ବ୍ୟାଟ୍, ରାଜସ୍ଥାନ ସମ୍ମୁଖରେ ୧୮୬ ରନର ବିଜୟ ଲକ୍ଷ୍ୟ ରଖିଲା କିଙ୍ଗ୍ସ ଏକାଦଶ ପଞ୍ଜାବ
  • ||
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||

ଆବସରପ୍ରାପ୍ତ ବିଚାରପତି ମାର୍କଣ୍ଡେୟ କାଟ୍‌ଜୁଙ୍କ ବାଚାଳାମି : 9pm Discussion (08.12.2018)

9/12/2018 at 12:21 AM

ଆଜିର ବିତର୍କ – କାଟ୍‌ଜୁଙ୍କ ବାଚାଳାମି ।
ଓଡ଼ିଶା ଓ ଓଡ଼ିଆଙ୍କ ସମ୍ପର୍କରେ ଅରୁଚିକର ମନ୍ତବ୍ୟ ଦେଇ ସାବାଡ଼ ହେଲେ ଅଭିଜିତ ଆୟାର ମାତ୍ର । ୪୩ ଦିନ ଜେଲରେ ରହିବା ପରେ ବାହାରିଲେ । ହେଲେ ଅବସର ବିଚାରପତି ମାର୍କଣ୍ଡେୟ କାଟ୍‌ଜୁ କଟୁ ମନ୍ତବ୍ୟ ଦେଉଛନ୍ତି ଏବଂ ଏହାର ପ୍ରତିବାଦ ହେଉଛି । କିନ୍ତୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନାହିଁ । ପୁଣି ଟ୍ୱିଇଟ୍ କରି ଓଡ଼ିଶାବାସୀ ଏବଂ ରାଜ୍ୟ ସରକାରଙ୍କୁ ପରୋକ୍ଷରେ ଚ୍ୟାଲେଞ୍ଜ କରିଛନ୍ତି । କାଟ୍‌ଜୁ ପଚାରିଛନ୍ତି କେବେ ମୋତେ ଜେଲ ହାଜତରେ ଭର୍ତ୍ତି କରିବ, ମାନେ ଓଡ଼ିଶାବାସୀ ଓ ରାଜ୍ୟ ସରକାରଙ୍କୁ ପରୋକ୍ଷରେ ଚ୍ୟାଲେଞ୍ଜ କରିଛନ୍ତି ଏହି ଅବସରପ୍ରାପ୍ତ ବିଚାରପତି ।

   Related Posts