Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ଅଭିନେତା ଅମିତ ସାଧ କରୋନା ସଂକ୍ରମିତ, ପୋଷ୍ଟ କରି କହିଲେ-ଅନେକ ସତର୍କତା ପରେ ବି…

1/12/2021 at 8:31 AM

ନୂଆଦିଲ୍ଲୀ ୦୧/୧୨: ମନୋରଞ୍ଜନ ଜଗତରୁ ପ୍ରତିଦିନ କେହି ନା କେହି କରୋନା ସଂକ୍ରମିତ ହେଉଛନ୍ତି। ଗତ ସପ୍ତାହରେ ଅଭିନେତା କମଲ ହାସନ କରୋନା ଭାଇରସର ଶିକାର ହୋଇଥିଲେ ଏବଂ ସେ ଏବେ ବି ଡାକ୍ତରଖାନାରେ ଭର୍ତ୍ତି ଅଛନ୍ତି। ବର୍ତ୍ତମାନ ବଲିଉଡ ଅଭିନେତା ଅମିତ ସାଧ କରୋନା ସଂକ୍ରମିତ ହୋଇଛନ୍ତି। ଅଭିନେତାଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି। ସୋସିଆଲ ମିଡିଆରେ ଅମିତ ଏହି ସୂଚନା ଦେଇଛନ୍ତି।

ଅମିତ ଇନଷ୍ଟାଗ୍ରାମରେ ଲେଖିଛନ୍ତି, ‘ଅନେକ ସତର୍କତା ଅବଲମ୍ବନ କରିବା ପରେ ମଧ୍ୟ ମୋର କରୋନା ରିପୋର୍ଟ ପଜେଟିଭ୍ ଆସିଛି। ଲକ୍ଷଣଗୁଡ଼ିକ ବହୁତ କମ୍ ଅଛି କିନ୍ତୁ ମୁଁ ସମସ୍ତ ପ୍ରୋଟୋକଲ୍ ଅନୁସରଣ କରୁଛି । ମୁଁ ନିଜକୁ ଆଇସୋଲେଟ୍ କରି ଘରେ କ୍ୱାରେଣ୍ଟାଇନରେ ରହୁଛି। ମୁଁ ଜାଣେ ମୁଁ ଶକ୍ତିଶାଳୀ ହୋଇ ବାହରିବି । ଆପଣ ସୁରକ୍ଷିତ ରୁହନ୍ତୁ ଏବଂ ଅନ୍ୟମାନଙ୍କର ଯତ୍ନ ନିଅନ୍ତୁ। ଲଭ୍ ୟୁ ଅଲ୍ …।’

   Related Posts