Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

କାଜୁ ଜଙ୍ଗଲରେ ବୋମାମାଡ଼, ୨ଗୁରୁତର

18/05/2020 at 11:35 AM

ଖୋର୍ଦ୍ଧା ୧୮।୦୫: ଖୋର୍ଦ୍ଧା ସହର ଉପକଣ୍ଠରେ ବୋମା ମାଡ଼ । ସ୍ଥାନୀୟ ଅର୍ଜୁନପୁର କାଜୁ ଜଙ୍ଗଲରେ କିଛି ଦୁର୍ବୃତ୍ତ ବୋମାମାଡ଼ କରିଛନ୍ତି। ବୋମାମାଡ଼ରେ କାଜୁ ଜଙ୍ଗଲର ଦୁଇ ଜଗୁଆଳି ଗୁରୁତର ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରୁଛି ।

ସୂଚନାଯୋଗ୍ୟ ଯେ, କାଜୁଜଙ୍ଗଳରେ ଦୁଇଜଣ ଜଗୁଆଳି ଥିବା ବେଳେ ଏହି ବୋମାମାଡ ହୋଇଥିଲା । ଏବଂ ବର୍ତ୍ତମାନ ସୁଦ୍ଧା ବୋମାମାଡର କାରଣ ଅସ୍ପଷ୍ଟ ରହିଛି । ଭଭୟ ଗୁରୁତର ଅବସ୍ଥାରେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

   Related Posts