Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଆସନ୍ତା ୨୧ ଯାଏଁ କାଳବୈଶାଖୀ ; ଘଡଘଡି ସହ ବର୍ଷା, ୪୦ରୁ ୫୦କିମି ବେଗରେ ବୋହିପାରେ ପବନ

17/03/2019 at 3:52 PM

ଭୁବନେଶ୍ବର ୧୭|୩ : ରାଜ୍ୟରେ ତାତି ବଢିବା ସାଙ୍ଗକୁ ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳୁଛି । ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ କାଳବୈଶାଖୀ ପ୍ରଭାବ । ଆଜି ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଅଳ୍ପରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।  ଆସନ୍ତାକାଲି ଉତ୍ତର ଓଡିଶା କିଛି ସ୍ଥାନ ଓ ଦକ୍ଷିଣ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଆଜି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ।ଏହି ସମୟରେ ପବନର ବେଗ ୪୦ରୁ ୪୫ କିଲୋମିଟର ରହିବ । ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି । ସେହିଭଳି ଭୁବନେଶ୍ବରରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

   Related Posts