Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

କାଳବୈଶାଖି ତାଣ୍ଡବ, ଭାଙ୍ଗିଲା ମନ୍ଦିର ଓ ଘର

7/06/2021 at 7:51 AM

ସୋର, ୦୭|୦୬:   ବାଲେଶ୍ବର ଖଇରା ଓ ସିମୁଳିଆ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ । ରବିବାର ଉଭୟ ଅଞ୍ଚଳରେ କାଳବୈଶାଖିରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଅନେକ ଘର ଓ ଗଛ ଭାଙ୍ଗି ପଡିଥିବା ଦେଖିବାକୁ ମିଳିଛି ।

କାଳବୈଶାଖି ପ୍ରଭାବରେ  ବହୁ ଗଛ ପଡି ରାସ୍ତା ଅବରୋଧ ହେବା ସହିତ ଘର ଓ ମନ୍ଦିର ଭାଙ୍ଗି ଯାଇଥିବା ଜଣାପଡିଛି । ସେହିପରି ସିମୁଳିଆ ବ୍ଲକ ମହମ୍ମଦପୁର ଗାଁର ମନ୍ଦିର ପାଖରେ ଦୁଇଶହ ବର୍ଷ ଧରି ଥିବା ତେନ୍ତୁଳି ଗଛ ଏଥିରେ ଭାଙ୍ଗି ଯାଇଛି । ଗଛଗୁଡିକୁ କାଟି ରାସ୍ତା ସଫା କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି l

ଏତତ୍ ବ୍ୟତୀତ ଖଇରା ବ୍ଲକରେ କାଳବୈଶାଖୀରରେ ୧୦ରୁ ଅଧିକ ଘର ଉପରେ ଗଛପଡି ଭାଙ୍ଗିରୁଜି ଯାଇଛି l

   Related Posts