Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଏହିସବୁ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ରୁହନ୍ତୁ ସତର୍କ

20/06/2019 at 8:13 AM

ଭୁବନେଶ୍ବର ୨୦|୬: ରାଜ୍ୟର ୧୧ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ସକାଳ ୮.୧୫ରୁ ଦିନ ୧୧.୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ୧୧ଟି ଜିଲ୍ଲା ହେଲା କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ ଏବଂ ଯାଜପୁର । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

   Related Posts