ଏହିସବୁ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ରୁହନ୍ତୁ ସତର୍କ

Published By : Prameya-News7 Bureau | June 20, 2019 IST

ଭୁବନେଶ୍ବର ୨୦|୬: ରାଜ୍ୟର ୧୧ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ସକାଳ ୮.୧୫ରୁ ଦିନ ୧୧.୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ୧୧ଟି ଜିଲ୍ଲା ହେଲା କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ ଏବଂ ଯାଜପୁର । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.