Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ

2/04/2019 at 3:23 PM

ଭୁବନେଶ୍ବର ୨|୪ : ଆଜି ୧୪ଟି ଜିଲ୍ଲାରେ ହାଲକା ବର୍ଷା ସହ କାଳବୈଶାଖୀ ଆଶଙ୍କା ରହିଛି। କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରପଡା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ୨ରୁ ୩ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିବା ସମ୍ଭାବନା ରହିଛି । ଆଜି ୪ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଦିନ ୧.୩୦ ସୁଦ୍ଧା ଟିଟଲାଗଡରେ ସର୍ବାଧିକ ୪୨, ମାଲକାନିଗିରି, ସୋନପୁର, ଭବାନୀପାଟଣାରେ ତାପମାତ୍ରା ୪୦ ଡିଗ୍ରୀ ରହିଛି । ଆସନ୍ତା ୬ରୁ ଆହୁରି ଖରା ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

   Related Posts