Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||
  • ଦିଲ୍ଲୀରେ ଭାଇ-ଭାଉଜଙ୍କୁ ହାଣି ଫିଙ୍ଗିଦେଲା ସାନ ଭାଇ, ୬୦କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ
  • ||
  • ଯାଜପୁରରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଯନ୍ତ୍ରୀଙ୍କ ସହ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଗୁରୁତର
  • ||
  • ପଶ୍ଚିମବଙ୍ଗ-ବାଂଲାଦେଶକୁ ମୁହାଁଇଲା ଭୀଷଣ ଅବପାତ, ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ମୁମ୍ବାଇ ସିଟି ସେଣ୍ଟର ମଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ମଲ୍‌ରେ ଥିଲେ ପ୍ରାୟ ୩୦୦ ଲୋକ
  • ||

ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ

26/03/2019 at 1:19 PM

ଭୁବନେଶ୍ବର ୨୬|୩ : ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ବିଶେଷ କରି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଅନୁଗୋଳ ମାଲକାନଗିରି, କନ୍ଧମାଳ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଉପକୂଳ ଓଡିଶାର କିଛି ଜିଲ୍ଲାରେ ମଧ୍ୟ କାଳବୈଶାଖୀର ସମ୍ଭାବନା ରହିଛି । ବିଭିନ୍ନ ସ୍ଥାନରେ ପାରଦ ୨-୩ ଡିଗ୍ରୀ ଉପରେ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ସର୍ବାଧିକ ୪୧ ଡିଗ୍ରୀ ଓ ଭୁବନେଶ୍ବରରେ ୩୮.୪  ଡିଗ୍ରି ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି ।

   Related Posts