Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

28/03/2019 at 3:43 PM

ଭୁବନେଶ୍ବର ୨୮|୩ : ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓଡିଶାର ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାସହ ଦକ୍ଷିଣ ଓଡିଶା ଓ ଉପକୂଳ ଓଡିଶାର କିଛି କିଛି ସ୍ଥାନରେ ମଧ୍ୟ ବର୍ଷା  ସମ୍ଭାବନା ରହିଛି । ଏହି ସମୟରେ ଘଡଘଡି ସହ ଘଣ୍ଟାପ୍ରତି ୪୦ରୁ ୪୫ କିଲୋମିଟର ବେଗରେ ପବନ ବହିବ । ପଶ୍ଚିମ ଓଡିଶାରେ ତାପମାତ୍ରା ୨-୩ ଡିଗ୍ରୀ ବଢିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

   Related Posts