Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଦକ୍ଷିଣ ଓ ଉତ୍ତର ଓଡିଶା ଉପକୂଳ ଅଞ୍ଚଳରେ କାଳବୈଶାଖୀ

19/06/2019 at 12:40 PM

ଭୁବନେଶ୍ବର ୧୯|୬: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାସହ ଉତ୍ତର ବଙ୍ଗୋପସାଗର,  ଉତ୍ତର- ପୂର୍ବ ଉତ୍ତରପ୍ରଦେଶ ଓ ଗାଙ୍ଗେୟ ବିହାରର ଉପରି ଭାଗଦେଇ ଏକ ଟ୍ରପ ଲାଇନ ରହିଛି । ଏହାର ପ୍ରଭାବରେ ମୌସୁମୀ ଅନୁକୂଳ ହୋଇପାରେ । ତେବେ ବର୍ତ୍ତମାନ ସୁଦ୍ଧା ମୌସୁମୀର ଆଗମନ ନେଇ ଚିତ୍ର ସ୍ପଷ୍ଟ ହୋଇନାହିଁ ।

ଦକ୍ଷିଣ ଓ ଉତ୍ତର ଓଡିଶାର ଉପକୂଳ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ସେପଟେ ଦେଶରେ ମୌସୁମୀ ସକ୍ରିୟ ରହିଥିଲେ ମଧ୍ୟ ଏହାର ଦୁର୍ବଳ ଗତି ଯୋଗୁଁ ୪୪ ପ୍ରତିଶତ କମ୍ ବର୍ଷା ହୋଇଛି । ସାମୁଦ୍ରିକ ବାତ୍ୟା ବାୟୁ ଯୋଗୁଁ ମୌସୁମୀର ଗତି ମନ୍ଥର ହୋଇଥିଲା । ଏହା ଏବେ ସ୍ବାଭାବିକ ରୂପରେ ଆଗକୁ ବଢ଼ିବା ଆଶା ରହିଛି ।

   Related Posts