Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା, ଜରୁରୀକାଳୀନ ସେବା ବାଦ ଅନ୍ୟ ସବୁ ସେବା ବନ୍ଦ

20/10/2021 at 7:47 AM

କଳାହାଣ୍ଡି ୨୦।୧୦: ମମିତା ମର୍ଡର ମିଷ୍ଟ୍ରି ଘଟଣା ।ଆଜି ୧୨ଘଣ୍ଟିଆ କଳାହାଣ୍ଡି ବନ୍ଦ ଡ଼ାକରା । ଜିଲ୍ଲା ବିଜେପି ପକ୍ଷରୁ ଏହି ବନ୍ଦ ଡ଼ାକରା ଦିଆଯାଇଛି । ଜରୁରୀକାଳୀନ ସେବା ବାଦ ଅନ୍ୟ ସବୁ ସେବା ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି ।

ଖବର ଅନୁଯାୟୀ, ମମିତା ମେହେର ମର୍ଡର ମିଷ୍ଟ୍ରି ର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବଲାଙ୍ଗୀର ପୋଲିସ ଆଜି କୋର୍ଟଚାଲଣ କରିବ । ସେପଟେ କିନ୍ତୁ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଙ୍କ ଇସ୍ତଫା ଦାବି ଜୋର ଧରିଲାଣି । ଏହି ଦାବି କରି ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ପାଳନ କରୁଛି ବିଜେପି । କେବଳ ଜରୁରୀକାଳୀନ ସେବା ବାଦ ଅନ୍ୟ ସମସ୍ତ ସେବା ବନ୍ଦ ରହିବ । ସହରରେ ଯାନବାହାନ ଚଳାଚଳ ବନ୍ଦ ରହିବା ସହ ଦୋକାନ ବଜାର ବନ୍ଦ ରହିବ । ଏହି ଘଟଣାକୁ ନେଇ ଆଜି ରାଜ୍ୟ ବିଜେପି ମହିଳା ମୋର୍ଚ୍ଚାର ପ୍ରତିନିଧି ଦଳ ବଲାଙ୍ଗୀର ଓ କଳାହାଣ୍ଡି ଗସ୍ତ କରିବେ ।

   Related Posts