Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ମଣ୍ଡିରୁ ଧାନ ଉଠାଇବା ଦାବିରେ ଚାଷୀଙ୍କ ରାସ୍ତାରୋକ

10/07/2019 at 12:02 PM

କଳାହାଣ୍ଡି ୧୦|୭: ମଣ୍ଡିରୁ ଧାନ ଉଠାଇବା ଦାବିରେ ରାସ୍ତାରେ ଚାଷୀ । କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ୍ ଚାରବହଲ ଧାନ ମଣ୍ଡିରୁ ଧାନ ଉଠାଇବା ଦାବିରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି ଚାଷୀ । ଜିଲ୍ଲା ଯୋଗାଣ ବିଭାଗ ଧାନ କିଣିବା ବନ୍ଦ କରିଥିବା ବେଳେ ଚାଷୀଙ୍କ ହଜାର ହଜାର କ୍ବିଣ୍ଟାଲ ଧାନ ବର୍ଷାରେ ଭିଜି ଗଜା ହେବା ସହ ନଷ୍ଟ ହେବାରେ ଲାଗିଛି ।

ଅନ୍ୟପଟେ ଚାଷୀଙ୍କ ସମସ୍ୟା ବୁଝିବାକୁ ପ୍ରଶାସନ ନୀରବଦ୍ରଷ୍ଟା ସାଜିଥିବା ବେଳେ ଅନ୍ୟ ଉପାୟ ନ ପାଇ ଆଜି ଶତାଧିକ ଚାଷୀ ଜାତୀୟ ରାଜପଥ ୨୬କୁ ଚାରବାହଲ ଠାରେ  ଅବରୋଧ କରିଛନ୍ତି । ଫଳରେ ଭବାନୀପାଟଣା ଓ ଜୟପୁର ମଧ୍ୟରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

   Related Posts