Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||
  • ରାଜ୍ୟକୁ ପ୍ରଶଂସା କଲା RBI: ଟ୍ବିଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ
  • ||

ଦକ୍ଷିଣ ଓ ଉତ୍ତର ଓଡିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା

3/04/2019 at 11:28 AM

ଭୁବନେଶ୍ବର ୩|୪ : ଆଭ୍ୟନ୍ତରୀଣ ଓଡିଶାରେ ବୃଦ୍ଧି ପାଇବ ତାପମାତ୍ରା ।  କିଛି ସ୍ଥାନରେ ୨ରୁ ୩ଡିଗ୍ରୀ ତାପମାତ୍ରା ବୃଦ୍ଧି ସମ୍ଭାବନା ରିହଛି ।  ବିହାର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି । ଏହାର ପ୍ରଭାବରେ ଉତ୍ତର ଓଡିଶାର କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବରରେ କାଳବୈଶାଖୀ ସମ୍ଭାବନା ରହିଛି ।

ଏହାସହ ଦକ୍ଷିଣ ଓଡିଶାର ରାୟଗଡା, କନ୍ଧମାଳ, ଗଜପତି, କଳାହାଣ୍ଡି ଜିଲ୍ଲାରେ ମଧ୍ୟ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts