Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ହୀରାକୁଦ ନିଷିଦ୍ଧାଞ୍ଚଳରେ ଅଭିନେତ୍ରୀଙ୍କ ଭିଡିଓ ଭାଇରାଲ୍ ଘଟଣା : ଅଭିନେତ୍ରୀଙ୍କ ସହ ମନ୍ତ୍ରୀଙ୍କ ଝିଅଙ୍କୁ ମଧ୍ୟ ତୁରନ୍ତ ଗିରଫ କରିବାକୁ ଦାବି କଲା କଳିଙ୍ଗ ସେନା

17/12/2019 at 4:04 PM

ଭୁବନେଶ୍ବର ୧୭/୧୨: ହୀରାକୁଦ ନିଷିଦ୍ଧାଞ୍ଚଳରେ ଅଭିନେତ୍ରୀଙ୍କ ଭିଡିଓ ଭାଇରାଲ୍ ଘଟଣାରେ କଳିଙ୍ଗସେନା ପକ୍ଷରୁ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି।କଳିଙ୍ଗ ସେନା ୩ ଅଭିନେତ୍ରୀ ଙ୍କୁ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛି। ଅଭିନେତ୍ରୀଙ୍କ ସହ ମନ୍ତ୍ରୀଙ୍କ ଝିଅଙ୍କୁ ମଧ୍ୟ ତୁରନ୍ତ ଗିରଫ କରିବାକୁ ଦାବି କରାଯାଇଛି।

ଯଦି ସାଧାରଣ ଲୋକ କରିଥାନ୍ତେ ତା ହେଲେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇପାରିଥାନ୍ତା. ଏଥିରେ ସମ୍ପୃକ୍ତ ସରକାରୀ କର୍ମଚାରୀଙ୍କୁ ତୁରନ୍ତ ବହିଷ୍କାର ଓ ବିଭାଗୀୟ ଯନ୍ତ୍ରୀଙ୍କୁ ଗିରଫ କରିବା ପାଇଁ ଦାବି କରିଛି କଳିଙ୍ଗ ସେନା ।

   Related Posts