Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||
  • ଖଲ୍ଲିକୋଟ : ପାଖେଇ ଆସୁଛି ‘ଜଓ୍ବାଦ’, ଡଙ୍ଗା ଓ ଜାଲ ନଷ୍ଟ ହେବା ଆଶଙ୍କାରେ ମତ୍ସ୍ୟଜୀବୀ
  • ||

କାମାକ୍ଷାନଗର ଉପଖଣ୍ଡ ଡାକ୍ତରଖାନା ଆଉଟ୍ ଡୋର୍ ୨ ଦିନ ବନ୍ଦ

30/09/2020 at 3:26 PM

ଢେଙ୍କାନାଳ ୩୦।୯: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର ବର୍ହିବିଭାଗକୁ ଦୁଇ ଦିନ ପାଇଁ ବନ୍ଦ କରାଯାଇଛି । ଦୁଇ ଦିନ ପାଇଁ ସଟଡାଉନ୍ ଘୋଷଣା ଯୋଗୁଁ ଏହି ବନ୍ଦ ଘୋଷଣା କରିଛନ୍ତି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସା ଅଧିକାରୀ ।

ମଙ୍ଗଳବାର ହସ୍ପିଟାଲ ତରଫରୁ ସମସ୍ତ କର୍ମଚାରୀଙ୍କ କରୋନା ଟେଷ୍ଟ କରାଯାଇଥିଲା । ୯ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଥିଲେ । ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ରୋକିବାକୁ ଯାଇ ଉପଖଣ୍ଡ ଚିକିତ୍ସାଳୟକୁ ବୁଧବାର ଓ ଗୁରୁବାର ଦୁଇ ଦିନ ପାଇିଁ ସଟଡାଉନ୍ ଘୋଷଣା କରାଯାଇଛି । ଫଳରେ ଏହି ଦୁଇ ଦିନ ଆଉଟ ଡୋର ବନ୍ଦ ରହିଛି । ତେବେ ଏହି ସମୟରେ ଚିକିତ୍ସାଳୟର ଜରୁରିକାଳୀନ ସେବା ଜାରି ରହିବ । ପୂର୍ବରୁ ମଧ୍ୟ ୪ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ । ତେବେ ମୋଟ୍ ୧୩ ଜଣ ମେଡିକାଲ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।

   Related Posts