Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସରେ ସ୍ଥାନ ପାଇବ ପଶ୍ଚିମ ଓଡିଶାର କଳାକୃତୀ, ୮ ଓଡିଆ କଳାକାର ହାସଲ କଲେ ସଫଳତା
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ
  • ||
  • ଆଉ ଏକ ଲଘୁଚାପ, ୩୦ ଯାଏଁ ସାରା ରାଜ୍ୟରେ ବର୍ଷା
  • ||
  • ବରଗଡ଼ : ଗାଁ ମୁଣ୍ଡରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ନା ଆଉ କିଛି ?
  • ||
  • ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ମିଳିଲା ମୃତଦେହ, ଶାଢୀରେ ଝୁଲିପଡିଲେ ଯୁବକ
  • ||
  • ଦିନେ ବଢିବା ପରେ ପୁଣି କମିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୧୫ କରୋନା ପଜିଟିଭ୍
  • ||

କରୋନା ସଂକ୍ରମଣ ଚେନ୍ ଭାଙ୍ଗିବା ପାଇଁ ଉଦ୍ୟମ, ୫ ଯାଏଁ କାମାକ୍ଷାନଗର ଏନ୍ଏ‌ସି ସଟ୍‌ଡାଉନ୍‌

3/08/2020 at 7:51 AM

କାମାକ୍ଷାନଗର ୦୩।୦୮: କରୋନା ସଂକ୍ରମଣ ସଂଖ୍ୟା ପ୍ରତିଦିନ ବଢିବାରେ ଲାଗିଛି । ସଂକ୍ରମଣ ଚେନ୍‌କୁ ଭାଙ୍ଗିବା ପାଇଁ ବିଭିନ୍ନ ଅଞ୍ଚଳକୁ ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ ଘୋଷଣା କରାଯାଉଛି । ଏହିପ୍ରରିପେକ୍ଷୀରେ ଆଜିଠୁ ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗର ଏନଏସି ସଟଡାଉନ। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ କାମାକ୍ଷାନଗରକୁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଢ଼େଙ୍କାନାଳ ଜିଲ୍ଲାପାଳ ।

ତେବେ ସଟ୍‌ଡାଉନ୍‌ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିବ । ଏହି ସମୟ ମଧ୍ୟରେ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ସର୍ଭେଲାନ୍ସ କରାଯିବ । ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ନେତୃତ୍ବରେ ସର୍ଭେଲାନ୍ସ ଟିମ୍  କାମ କରିବ ବୋଲି ଟ୍ବିଟ କରି ସୂଚନା ଦେଇଛି ଢ଼େଙ୍କାନାଳ ଜିଲ୍ଲପ୍ରଶାସନ ।

   Related Posts