Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

କମଲ୍ ହାସନ୍‌ଙ୍କୁ ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

19/11/2019 at 3:04 PM

ଭୁବନେଶ୍ବର ୧୯।୧୧: ଓଡ଼ିଶା ଆସିଥିବା ପ୍ରସିଦ୍ଧ ଚଳଚ୍ଚିତ୍ର ଅଭିନେତା ତଥା ରାଜନେତା କମଲ ହାସନଙ୍କୁ ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି । ଗତ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର କ୍ଷେତ୍ରରେ କମଲଙ୍କ ବିଶେଷ ଅବଦାନକୁ ଲକ୍ଷ୍ୟରେ ରଖି ତାଙ୍କୁ ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଡକ୍ଟରେଟ୍ ଉପାଧି ଦିଆଯାଇଛି ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କମଲ ହାସନଙ୍କୁ ଏହି ଉପାଧି ପ୍ରଦାନ କରିଥିଲେ। ଆଉ  କମଳ ମଧ୍ୟ ତାଙ୍କ ପ୍ରତିକ୍ରିୟାରେ ସେ ଗୌରବାନ୍ବିତ ଅନୁଭବ କରୁଥିବା ବଖାଣିଛନ୍ତି ।

ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଚଳଚ୍ଚିତ୍ର ତାରକା କମଲ ହାସନଙ୍କ ସହିତ ବିଶ୍ୱବିଦ୍ୟାଳୟ ଚେୟାରମ୍ୟାନ ମୁକ୍ତି ମିଶ୍ର, କୁଳପତି ପ୍ରଫେସର ସୁପ୍ରିୟା ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଚଳଚ୍ଚିତ୍ର କ୍ଷେତ୍ରରେ କମଲଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ। 

   Related Posts