Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ସରିଲା ପବିତ୍ର କାର୍ତ୍ତିକ ବ୍ରତ ; ଘରବାହୁଡା ହବିଷ୍ୟାଳି

24/11/2018 at 12:18 PM

ପୁରୀ ୨୪|୧୧:  ସରିଲା ପବିତ୍ର କାର୍ତ୍ତିକ ବ୍ରତ ।  ମାସେ ଧରି ଶ୍ରୀକ୍ଷେତ୍ରର ରହୁଥିବା ହବିଷ୍ୟାଳିମାନେ ବ୍ରତ ସାରି ଘରବାହୁଡ଼ା ପର୍ବ ଆରମ୍ଭ କରିଛନ୍ତି । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ ସାରି ନିଜ ନିଜ ଘରକୁ ଫେରୁଛନ୍ତି । ରାଜ୍ୟ ସରକାରଙ୍କ ହବିଷ୍ୟାଳି ଯୋଜନାରେ ଶ୍ରୀକ୍ଷେତ୍ରରେ ୪ଟି ଆଶ୍ରୟସ୍ଥଳୀ କରିଥିଲେ । ରେଳବାଇ ଯାତ୍ରୀ ନିବାସ, ରେଳବାଇ କଲ୍ୟାଣ ମଣ୍ଡପ, ପୌରପାଳିକା କଲ୍ୟାଣ ମଣ୍ଡପ ଓ ଶ୍ରୀଜଗନ୍ନାଥ ବଲ୍ଲଭ ବ୍ୟାଖ୍ୟାନ କେନ୍ଦ୍ରରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆସିଥିବା ହବିଷ୍ୟାଳିଙ୍କ ରହିବା ବ୍ୟବସ୍ଥା କରାଯାଇଥିଲା । ଚଳିତ ବର୍ଷ ପାଖାପାଖି ୩ ହଜାର ହବିଷ୍ୟାଳି ଚାରି ଆଶ୍ରୟସ୍ଥଳୀରେ ରହିଥିଲେ । ଏହା ସହ ଅନ୍ୟାନ୍ୟ ମଠ, ମନ୍ଦିରରେ ରହି କାର୍ତ୍ତିକ ବ୍ରତ ପାଳନ କରୁଥିଲେ ହବିଷ୍ୟାଳିମାନେ ।

   Related Posts