Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମ୍‌ସି କମିଶନର, ପ୍ରେମଚନ୍ଦ୍ର ଚୌଧରୀଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ଦାୟିତ୍ୱ
  • ||
  • ଡେଲାଙ୍ଗ : କଣାସ ଗାଁ ସମତେ ବଜାରକୁ ୭ଦିନ ଯାଏଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ସଂକ୍ରମଣ ବୃଦ୍ଧିକୁ ଦେଖି ନିଷ୍ପତ୍ତି
  • ||
  • କେନ୍ଦୁଝର ଜେଲ୍‌ରେ ପଶିଲା କରୋନା, ୯ କଏଦୀ କୋଭିଡ଼ ସଂକ୍ରମିତ
  • ||
  • ରକ୍ତମୁଖା ଲାଲ୍‌ବାହିନୀ, ଯବାନଙ୍କୁ ଘରୁ ଟେକି ନେଇ ଗଳାକାଟି କଲେ ହତ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୨୩୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୯୮୨ ପଜିଟିଭ୍
  • ||

କେନ୍ଦ୍ରାପଡା ଗ୍ୟାଙ୍ଗଷ୍ଟର ଟିଟୋ ଗିରଫ

30/06/2018 at 11:50 AM

କେନ୍ଦ୍ରାପଡା ଗ୍ୟାଙ୍ଗଷ୍ଟର ଟିଟୋକୁ ଏନ୍କାଉଣ୍ଟର ପରେ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ | ଗ୍ୟାଙ୍ଗଷ୍ଟରର ୩ ସହଯୋଗୀ ମଧ୍ୟ ଗିରଫ ହୋଇଛନ୍ତି | ଚଣ୍ଡିଖୋଲ ନିକଟରେ ସ୍ୱତନ୍ତ୍ର ପୋଲିସ ଟିମ ଟିଟୋ ଗ୍ୟାଙ୍ଗ ସହ ମୁହାଁମୁହିଁ ହୋଇଥିଲେ | ପୋଲିସ ଉପରକୁ ଗୁଳି କରି ଖସିଯିବାକୁ ଚେଷ୍ଟା କରିଥିଲା ଟିଟୋ | ତେବେ ପୋଲିସର ପାଲଟା ଗୁଳିରେ ଆହତ ହୋଇଛି ଟିଟୋ | ଟିଟୋକୁ ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି |

   Related Posts