Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଚୋରା କିରୋସିନ ବୋଝେଇ ବୋଟ୍ ଜବତ, ୩ ମତ୍ସ୍ୟଜୀବ ଅଟକ

20/09/2019 at 3:23 PM

ଚାନ୍ଦବାଲି  ୨୦।୯ : ସମୁଦ୍ର ମଧ୍ୟରେ ଚୋରା କିରୋସିନ ନେଇ ଯାଉଥିବା ଏକ ଫିସିଙ୍ଗ୍ ବୋଟକୁ ଧାମରା ମେରାଇନ ପୋଲିସ ଟିମ୍ ଜବତ କରିଛି । ଏଥିସହ ବୋଟରେ ଥିବା ୩ ଜଣ ମତ୍ସ୍ୟଜୀବୀଙ୍କୁ ଅଟକ ରଖିଛି ପୋଲିସ ।

ଘଟଣା ସ୍ଥଳରେ ପ୍ରଶାସନ ପକ୍ଷରୁ ଜିଲ୍ଲା ଯେଗାଣ ଅଧିକାରୀ ଚୋରା କିରୋସିନି ସଂପର୍କରେ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବା ପରେ ଏହି କିରୋସିନ କିଏ ଦେଇଛି ଏବଂ କେଉଁଠୁ ଆସିଛି ତାହା ସ୍ପଷ୍ଟ ହେବ ।

   Related Posts