Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

ବଢୁଛି କରୋନା ସଂକ୍ରମଣ, ୨ଦିନ ପାଇଁ ଏନ୍ଏସି ସଟ୍‌ଡାଉନ୍‌

10/08/2020 at 8:48 AM

କଳାହାଣ୍ଡି ୧୦।୦୮: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନ ବୃଦ୍ଧି ପାଇବାରେ ଲାଗିଛି । ଯାହାକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ କେସିଙ୍ଗା ଏନ୍ଏସିକୁ ସଟଡାଉନ୍ ଘୋଷଣା କରାଯାଇଛି । ଆଜି ଓ ଆସନ୍ତାକାଲି ସଟଡାଉନ ରହିବ କେସିଙ୍ଗା ଏନଏସି ।

ସେହିପରି ଜୁନାଗଡ଼ ଏନଏସିକୁ ଆସନ୍ତା ୧୨ ଓ ୧୩ ତାରିଖରେ ଦୁଇ ଦିନ ସଟଡାଉନ ଘୋଷଣା କରାଯାଇଛି । ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ୱାର୍ଡ ପାଇଁ ଜଣେ ସ୍ୱତନ୍ତ୍ର ଅଧିକାରୀ ନିଯୁକ୍ତି କରି ତାଙ୍କ ତତ୍ୱାବଧାନରେ ସମସ୍ତଙ୍କୁ ସ୍କ୍ରିନିଂ ଓ ଯାହାର ଲକ୍ଷଣ ଥିବ ତାକୁ କୋଭିଡ ଟେଷ୍ଟ ର ବ୍ୟବସ୍ଥା କରାଯାଇଛି।କେସିଙ୍ଗା ପାଇଁ ୯୬ ଜଣ କର୍ମଚାରୀ ଙ୍କୁ ନିଯୁକ୍ତି କରାଯାଇଛି। ଫଳରେ ସମସ୍ତ ଦୋକାନ ବଜାର ,ଯାନବାହନ ବନ୍ଦ ରହିଛି।ଖାଲି ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲା ରହିଛି । ଯଦି କେହି କୋଭିଡ଼ କଟକଣା ଭାଙ୍ଗୁଥିବାର ନଜରକୁ ଆସେ, ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।

   Related Posts