Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଖଣ୍ଡଗିରି ଓଭରବ୍ରିଜ ଉପରେ ଯୁବକଙ୍କ ଉପରେ ମାଡିଗଲା ଟ୍ରକ୍, ୭ ଦିନରେ ଗଡିଲାଣି ୧୦ ମୁଣ୍ଡ

19/07/2021 at 9:08 AM

ଭୁବନେଶ୍ୱର, ୧୯/୦୭ : ଖଣ୍ଡଗିରି ଓଭରବ୍ରିଜ୍ ନେଲା ମୁଣ୍ଡ । ଘଟିଲା ଦୁର୍ଘଟଣା । ଏକ ଟ୍ରକ୍ ଚାପାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ।

ସୂଚନାନୁସାରେ, ରବିବାର ବିଳମ୍ବିତ ରାତ୍ରରେ ଜଣେ ଯୁବକ ଓଭର ବ୍ରିଜ କଡରେ ଶୋଇଥିଲେ । ଏତିକି ବେଳେ ଏକ ଟ୍ରକ୍ ତାଙ୍କୁ ମାଡିଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ସେ ପ୍ରାଣ ହରାଇଥିଲେ । ତେବେ ଯୁବକଙ୍କ ପରିଚୟ ମିଳିପାରି ନାହିଁ ।

ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଗତ ୭ ଦିନରେ ୧୦ ଜଣଙ୍କ ମୁଣ୍ଡ ନେଲାଣି ଖଣ୍ଡଗିରି ଓଭରବ୍ରିଜ ।

   Related Posts