Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ପଦ୍ମ ଧରିବେ ଖାରବେଳ ସ୍ବାଇଁ ଓ ଦେବୀ ପ୍ରସନ୍ନ ଚାନ୍ଦ !

24/03/2019 at 12:21 PM

ଭୁବନେଶ୍ବର ୨୪|୩ : ପଦ୍ମ ଧରିପାରନ୍ତି ଉତ୍କଳ ଭାରତର ସଭାପତି ଖାରବେଳ ସ୍ବାଇଁ । ଆଜି ଅପରାହ୍ନରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ଯୋଗଦେବା ନେଇ ସୂଚନା ମିଳିଛି ।

ସେହିପରି ଜଳେଶ୍ବରର ପୂର୍ବତନ ବିଧାୟକ ଦେବୀ ପ୍ରସନ୍ନ ଚାନ୍ଦ ମଧ୍ୟ ବିଜେପିର ଯୋଗଦେବ । ଅପରାହ୍ନରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ମଧ୍ୟ ସେ ଯୋଗଦେବା ନେଇ ସୂଚନା ମିଳିଛି । ଗତ ୨୦ରେ କଂଗ୍ରେସ ଛାଡିଥିଲେ ଦେବୀ ଚାନ୍ଦ ।

   Related Posts