Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରାସ୍ତା ନଥିବାରୁ ଆସି ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହା ହେଲେ ଗର୍ଭବତୀ

15/06/2021 at 11:22 AM

ଉଦଳା,୧୫/୦୬: ସାମ୍ନାକୁ ଆସିଲା ପୁଣି  ଜନନୀ ଯନ୍ତ୍ରଣା । ଗ୍ରାମକୁ ରାସ୍ତା ନଥିବାରୁ ଦୁଇ କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି । ଏଭଳି ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ଅଞ୍ଚଳରେ ।

ଗାଁକୁ ରାସ୍ତା ନଥିବାରୁ ପହଁଚି ପାରିଲା ନାହିଁ ଆମ୍ବୁଲାନ୍ସ । ଖଟିଆରେ ବୁହାହେଲେ ଗର୍ଭବତୀ। ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକର ରଜତନଗର ଗ୍ରାମର ସମା ସିଂଙ୍କ ସ୍ତ୍ରୀ ସଂଜୀବନିଙ୍କ ଗତ ୧୪ ତାରିଖ ଦିନ ପ୍ରସବ ବେଦନା ଆରମ୍ଭ ହେଇଥିଲା। ଫଳରେ ସେମାନେ ହସ୍ପିଟାଲ ନେବାପାଇଁ ଆମ୍ବୁଲାନ୍ସକୁ ଫୋନ କରିଥିଲେ । କିନ୍ତୁ ଗାଁକୁ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ଆସି ପାରି ନଥିଲା।

ଫଳରେ ଗର୍ଭବତୀଙ୍କୁ ଏକ ଖଟିଆରେ ଭାର କରି ପରିବାର ଲୋକେ ଏକ ନାଳକୁ ପାର କରିବା ପରେ ରାସ୍ତାକୁ ଆସିଥିଲେ । ସେଠାରୁ ଆମ୍ବୁଲାନ୍ସ ଯୋଗେ ଉଦଳା ଡାକ୍ତରଖାନାରେ ପ୍ରସୂତୀ ପହଁଚିଲେ ।ଉଦଳା ମେଡ଼ିକାଲରେ ସେ ଗୋଟିଏ କନ୍ୟା ସନ୍ତାନକୁ ଜନ୍ମ ଦେଇଥିବାବେଳେ,ଉଭୟ ମାଆ ଏବଂ ଶିଶୁ ସୁସ୍ଥ ଥିବା ଜଣା ପଡିଛି।

   Related Posts