Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କର୍ଣ୍ଣାଟକକୁ ମିଳିଲା ନୂଆ ମୁଖିଆ, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମ୍ମାଇ
  • ||
  • ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତା ୩୦ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
  • ||
  • ମାଓ ସହିଦ ସପ୍ତାହରେ ଜାରି ଲାଗିଲା ପୋଷ୍ଟର, ଜାରି ହେଲା ଅଡିଓ ଟେପ୍
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ
  • ||
  • ସାମାନ୍ୟ ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୭୦୩ କରୋନା ପଜିଟିଭ୍
  • ||

ଆସିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହା ହେଲେ ରୋଗୀ

14/07/2020 at 12:51 PM

ଚାନ୍ଦବାଲି ୧୪।୦୭:  ସ୍ବାସ୍ଥ୍ୟ ସେବାର ପୁଣି ଥରେ ଏକ ଦୟନୀୟ ଚିତ୍ର ସାମ୍ନାକୁ ଆଶିଛି । ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହା ହେଲେ ରୋଗୀ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ନୂଆଗାଁରେ ଦେଖିବାକୁ ମିଳିଛି ଏପରି ଅଭାବନୀୟ ଦୃଶ୍ୟ ।

ସୂଚନାଯୋଗ୍ୟ ଯେ,  ଗାଁର ଜଣେ କ୍ୟାନସର ଆକ୍ରାନ୍ତ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ତାଙ୍କ ପରିବାର ଲୋକ ଆମ୍ବୁଲାନ୍ସକୁ ଖବର ଦେଇଥିଲେ ।  ଆମ୍ବୁଲାନ୍ସ ଆସିଥିଲା, କିନ୍ତୁ ରାସ୍ତା ଖରାପ ଥିବାରୁ ରୋଗୀଙ୍କ ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ । ଫଳରେ କିଛି ବାଟ ଖଟିଆରେ ବୋହି ନେବା ପରେ ଆମ୍ବୁଲାନ୍ସ ସଂପୃକ୍ତ ବ୍ୟକ୍ତିଙ୍କୁ ଡାକ୍ତରଖାନା ନେଇଥିଲା ।

   Related Posts