Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମ୍‌ସି କମିଶନର, ପ୍ରେମଚନ୍ଦ୍ର ଚୌଧରୀଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ଦାୟିତ୍ୱ
  • ||
  • ଡେଲାଙ୍ଗ : କଣାସ ଗାଁ ସମତେ ବଜାରକୁ ୭ଦିନ ଯାଏଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ସଂକ୍ରମଣ ବୃଦ୍ଧିକୁ ଦେଖି ନିଷ୍ପତ୍ତି
  • ||
  • କେନ୍ଦୁଝର ଜେଲ୍‌ରେ ପଶିଲା କରୋନା, ୯ କଏଦୀ କୋଭିଡ଼ ସଂକ୍ରମିତ
  • ||
  • ରକ୍ତମୁଖା ଲାଲ୍‌ବାହିନୀ, ଯବାନଙ୍କୁ ଘରୁ ଟେକି ନେଇ ଗଳାକାଟି କଲେ ହତ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୨୩୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୯୮୨ ପଜିଟିଭ୍
  • ||

ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ

28/07/2018 at 5:35 AM

ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ | ଖୋର୍ଦ୍ଧା ଜିଲ୍ଲା ବକୁ ପଂଚାୟତର ସରପଞ୍ଚଙ୍କୁ ଆକ୍ରମଣ କରିଛନ୍ତି ଦୁର୍ବୁର୍ତ୍ତ | ଗୁରୁତର ସରପଞ୍ଚ ହେଲେ ସୁରେଶ କୁମାର ସାହୁ | ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାଂତର କରାଯାଇଛି | ତାଙ୍କ ମୁଣ୍ଡ ଓ ଶରୀରରେ ଗଭୀର ଆଘାତ ଲାଗିଛି | ବକୁ ପଞ୍ଚାୟତରେ ସରକାରୀ କାମକୁ ନେଇ ଆଲୋଚନା ଚାଲିଥିବା ବେଳେ କିଛି ଦୁର୍ବୁର୍ତ୍ତ ତାଙ୍କୁ ଆକ୍ରମଣ କରି ଫେରାର ହୋଇଯାଇଥିଲେ | ପୋଲିସ ଘଟଣାର ତଦନ୍ତ କରୁଛି |

   Related Posts