Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ପୁଣି ଜଣେ କୋଭିଡ଼ ଯୋଦ୍ଧାଙ୍କୁ କରୋନା, କିଛି ସମୟ ପାଇଁ OPD ବନ୍ଦ

14/07/2020 at 10:19 AM

ଖୋର୍ଦ୍ଧା ୧୪।୦୭: ରାଜ୍ୟରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ପ୍ରତିଦିନ କୋଭିଡ଼ ଯୋଦ୍ଧା ଆକ୍ରାନ୍ତ ହେଉଛନ୍ତି । ପୁଣି ଜଣେ କୋଭିଡ ଯୋଦ୍ଧାଙ୍କୁ କରୋନା ।

ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର କରୋନାରେ ଆକ୍ରାନ୍ତ। ତାଙ୍କ ସଂସ୍ପର୍ଶରେ ଆସିଥିବା ଡାକ୍ତର ଓ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ କରାଯିବ । ଏହା ସହିତ OPDକୁ ଆଜି ସାନିଟାଇଜ୍ କରାଯାଉଛି। ତେଣୁ ବିଶୋଧନ ପାଇଁ ଓପିଡିରେ କିଛି ସମୟ ପାଇଁ ବନ୍ଦ ରହିବ ରୋଗୀ ସେବା । ବିଶୋଧନ ସରିବା ପରେ କଟକଣା ମଧ୍ୟରେ ରୋଗୀ ସେବା କରାଯିବ । ଗତ ୯ ତାରିଖରେ ସଂପୃକ୍ତ ଡାକ୍ତର ଟେଷ୍ଟ ପାଇଁ ଦେଇଥିଲେ। ଗତକାଲି ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ଡାକ୍ତର ଜଣଙ୍କ ଆକ୍ରାନ୍ତ ହୋଇଥିବା ନେଇ ଖୋର୍ଦ୍ଧା ସିଡିଏମ୍ଓ ବିଶ୍ବରଞ୍ଜନ ପତିଙ୍କ ସୂଚନା ।

   Related Posts