Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁନିଗୁଡା : ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ରାୟଗଡା-ଟିଟିଲାଗଡ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ
  • ||
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||

କରୋନା ସଂକ୍ରମଣରେ ଗଞ୍ଜାମକୁ ଟପି ଖୋର୍ଦ୍ଧା ଏକ ନମ୍ବର : ଆକ୍ରାନ୍ତଙ୍କ ସଂଖ୍ୟା ୨୦ହଜାର ପାର , ଚିନ୍ତା ବଢାଇଛି ସ୍ଥାନୀୟ ସଂକ୍ରମଣ

6/09/2020 at 7:29 AM

ଭୁବନେଶ୍ୱର ୦୫।୦୯:  କରୋନା ସ୍ଥିତି ସଙ୍ଗୀନ ରହିଛି । ପ୍ରତିଦିନ ସଂକ୍ରମଣ ଗ୍ରାଫ ବଢିବାରେ ଲାଗିଛି । ଖୋର୍ଦ୍ଧା ଜିଲ୍ଲାରେ ୨୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ୮୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୨୦ ହଜାର ୬୧୮କୁ ବୃଦ୍ଧି ପାଇଛି  ।

ଗଞ୍ଜାମକୁ ଟପି ଖୋର୍ଦ୍ଧା ଜିଲ୍ଲା ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ନମ୍ବର ୱାନ୍ ହୋଇଛି । ଗତ ୫ ଦିନର ହିସାବ ଦେଖିଲେ  ପ୍ରତିଦିନ ଖୋର୍ଦ୍ଧା ଜିଲ୍ଲାରୁ ସାଢେ ୬ ଶହରୁ ଅଧିକ ପଜିଟିଭ କେସ ସାମ୍ନାକୁ ଆସୁଛି । ତେବେ ଏହି ହାରରେ ଯଦି ଆକ୍ରାନ୍ତ ଚିହ୍ନଟ ହୁଅନ୍ତି ସେପ୍ଟେମ୍ବର ଶେଷ ସପ୍ତାହ ବେଳକୁ କେବଳ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ଛୁଇଁବା ଅନୁମାନ କରାଯାଉଛି ।  ସବୁଠାରୁ ବେସି ଚିନ୍ତା ବଢାଇଛି  ସ୍ଥାନୀୟ ସଂକ୍ରମଣ ।

ତେବେ ଗଞ୍ଜାମ ଜିଲ୍ଲାରେ  ଗତ ସପ୍ତାହେ ହେଲା ଖେ।ର୍ଦ୍ଧା ତୁଳନାରେ ସଂକ୍ରମଣ କମିକମି ଯାଉଛି । ତେବେ ଗଞ୍ଜାମରେ ସରକାର ନେଇଥିବା  ସଫଳ କେ।ଭିଡ଼୍ ମ୍ୟାନେଜମେଣ୍ଟ ଫର୍ମୁଲା ଭୁବନେଶ୍ବର ଓ ଖେ।ର୍ଦ୍ଧାରେ ଲାଗୁ କରାଯାଇଥିଲେ ସଂକ୍ରମଣ ସଂଖ୍ୟାରେ ବ୍ରେକ ଲାଗୁନାହିଁ । ସେହିପରି ଗତକାଲି ଭୁବନେଶ୍ବରରୁ ୪୦୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୬୭ ଲୋକାଲ କେସ୍ ରହିଛି ।

   Related Posts