Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ସମ୍ପତ୍ତି ଆଗରେ ସମ୍ପର୍କ ତୁଚ୍ଛ : ଖୁଡିକୁ ଠେଙ୍ଗାରେ ପିଟି ମାରିଦେଲା ପୁତୁରା

9/07/2021 at 9:38 AM

କଳାହାଣ୍ଡି, ୦୯/୦୭: ପୁତୁରାର ଠେଙ୍ଗା ମାଡ଼ରେ ଖୁଡି ମୃତ। ଜମି ବିବାଦକୁ ନେଇ ପୁତୁରା ରଚିଲା ସାଙ୍ଘାତିକ କାଣ୍ଡ । ଏପରି ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଲାଞ୍ଜି ଗ୍ରାମରେ ।

ସୂଚନାନୁସାରେ,  ଦୀର୍ଘଦିନ ହେବ ପୁତୁରା ଓ ଖୁଡିଙ୍କ ପରିବାର ମଧ୍ୟରେ ଜମି ବିବାଦ ରହିଥିଲା । ଯାହା ଗୁରୁବାର ରାତିରେ ଉଗ୍ରରୂପ ଧାରଣ କରିଥିଲା । ଏପରିକି ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା ।ଏଥିରେ ପୁଚୁରାର ଆକ୍ରମଣରେ ଖୁଡିର ମୃତ୍ୟୁ ହୋଇଥିବା ଜଣାପଡିଛି । ଏହାସହ ଉଭୟ ପରିବାରର ଅନ୍ୟ ୭ ଗୁରୁତର ମଧ୍ୟ ହୋଇଛନ୍ତି  ।

ସମସ୍ତ ଗୁରୁତରଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତ ମହିଳା ହେଲେ ଲିପସା ସାହୁ (୫୫) । ତେବେ ଚାଷ ଜମି ବିବାଦକୁ ନେଇ ଦୀର୍ଘ ଦିନ ଧରି ଦୁଇ ପରିବାର ମଧ୍ୟରେ ବିବାଦ ଥିବା ସୂଚନା ମିଳିଛି । ପୋଲିସ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି।

   Related Posts