Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଖୋର୍ଦ୍ଧା ନିକଟସ୍ଥ ପିତାପଲ୍ଲି ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା

11/08/2018 at 3:35 PM

୧୬ନଂମ୍ବର ଜାତୀୟ ରାଜପଥରେ ଖୋର୍ଦ୍ଧା ନିକଟସ୍ଥ ପିତାପଲ୍ଲି ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଭୁବନେଶ୍ବର ରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ଏକ ଟ୍ରକ୍ ବିପରିତ ଦିଗରୁ ଆସୁଥିବା ଏକ ଟ୍ରକ୍ କୁ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ଗୋଟିଏ ଟ୍ରକ୍ ର ହେଲପର୍ ଓ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଏକ ଟ୍ରକ୍ ର ଡ୍ରାଇଭର ଗୁରୁତର ହୋଇ ଖୋର୍ଦ୍ଧା ମେଡିକାଲ ରେ ଚିକିତ୍ସିତ ହେଉଛନ୍ତି। ଘଟଣା ସ୍ଥଳରେ ଖୋର୍ଦ୍ଧା ପୋଲିସ୍ ପହଂଚି ପରିସ୍ଥିତିକୁ ନିୟନ୍ତ୍ରିତ କରିଛି|

   Related Posts