Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

୧୨ ଫୁଟ ଲମ୍ବର ଅହିରାଜ ସାପ ଉଦ୍ଧାର

20/07/2020 at 10:12 AM

ସୋର ୨୦।୭: ବାଲେଶ୍ବର ଜିଲ୍ଲ ଔପଦା ଅଞ୍ଚଳରୁ ଏକ ଅହିରାଜ ସାପ ଉଦ୍ଧାର ହୋଇଛି । ଭଦ୍ରକର ସାପ ଧରାଳି ସେକ୍ ମିର୍ଜା ଘଟଣାସ୍ଥଳରୁ ଯାଇ ସାପଟିକୁ ଉଦ୍ଧାର କରିଛନ୍ତି । ସାପଟିର ଲମ୍ବ ପ୍ରାୟ ୧୨ ଫୁଟ ହେବ ।

ସୂଚନାଯୋଗ୍ୟ ଯେ, ଔପଦା ଗଡସାହି ଉପେନ୍ଦ୍ର ପାତ୍ରଙ୍କ ପିଣ୍ଢାରେ ଥିବା କାଠଗଦା ଭିତରେ ଏକ ଅହିରାଜ ସାପ ରହିଥିବା ପରିବାର ଲୋକ ଦେଖିଥିଲେ । ସାପଟିକୁ ଦେଖିବା ପରେ ପରିବାରଲୋକ ଭଦ୍ରକର ସାପ ଧରାଳୀ ସେକ୍ ମିର୍ଜାକୁ ଡାକାଇଥିଲେ ।

ଖବର ପାଇ ସେ ଘଟଣାସ୍ଥଳରେ ପହଞ୍ଚି ଏହି ବିରାଟ ଅହିରାଜ ସାପଟିକୁ ଉଦ୍ଧାର କରି କୁଲଡିହା ଅଭୟାରଣ୍ୟ ଛାଡିଦେଇଛନ୍ତି ।

   Related Posts