Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଣ୍ଡିଖୋଲ : ଅଜଣା ଗାଡି ଧକ୍କାରେ ହୋମ୍‌ଗାର୍ଡଙ୍କ ମୃତ୍ୟୁ
  • ||
  • କଳାହାଣ୍ଡି : ଏକତରଫା ପ୍ରେମରୁ ଗଲା ଜୀବନ, ଯୁବତୀଙ୍କ ଗଳା କାଟିଦେଲା ପ୍ରେମିକ, ଆକ୍ରମଣରେ ଯୁବତୀଙ୍କ ମା’ ମୃତ
  • ||
  • ଢେଙ୍କାନାଳ : ୩ଦିନ ହେଲା ଜଳୁଛି ଜଙ୍ଗଲ, ଲକ୍ଷ ଲକ୍ଷ ଗଛ ପୋଡି ପାଉଁଶ, ଭୟରେ ଜଙ୍ଗଲ ଛାଡି ପଳାଉଛନ୍ତି ବନ୍ୟଜନ୍ତୁ
  • ||
  • ଢେଙ୍କାନାଳ : କପିଳାଶ, ସପ୍ତଶଯ୍ୟା ଓ ମହିମା ଗାଦି ସମେତ ୬ଟି ପର୍ଯ୍ୟଟନସ୍ଥଳୀର ହେବ ସଂଯୋଗୀକରଣ
  • ||
  • ସ୍ୱିଜରଲାଣ୍ଡରେ ସର୍ବସାଧାରଣ ସ୍ଥାନରେ ବୁର୍ଖା ପିନ୍ଧିବା ମନା ! ମତଦାନ ଦ୍ୱାରା ନିଆଗଲା ନିଷ୍ପତ୍ତି
  • ||
  • ରାଫେଲ୍ ତିଆରି କରିଥିବା କମ୍ପାନୀର ମାଲିକ ମୃତ, ହେଲିକପ୍ଟର ଦୁର୍ଘଟଣାରେ ହାରିଲେ ଜୀବନ
  • ||
  • ଆଜିଠୁ ବଢିବ ତାତି, ଆଭ୍ୟନ୍ତରୀଣ ଓଡିଶାରେ ଅନୁଭୂତ ହେବ ଅସହ୍ୟ ଗରମ
  • ||
  • ଟିକା ନେବା ପରେ କୋଭିଡ୍ ପଜିଟିଭ୍ ହେଲେ ଭିଜିଲାନ୍ସ ଏସପି
  • ||

ଜଗତପୁରରେ ଗୁଡି ସୁତା ଲାଗି କଟିଗଲା ବେକ- ଯୁବକ ଗୁରୁତର

14/12/2019 at 7:48 PM

ସାଲେପୁର ୧୪।୧୨ – ଜଗତପୁର ଥାନାର ଖଣ୍ଡେଇ ହୋଟେଲ ନିକଟରେ ବାଇକରେ ଯାଉଥିବା ବେଳେ ବେକରେ ଗୁଡ଼ି ସୁତା ଲାଗି ଯୁବକ ବେକ କଟି ଯିବାରୁ ଗୁରୁତର ହୋଇଥିଲେ । ତାଙ୍କୁ ଏକ ଘରୋଇ ହସପିଟାଲରେ ଚିକିତ୍ସା କରାଯାଇଥିଲା।ଯୁବକ ଜଣକ ଜଗତପୁର ଏକ କମ୍ପାନୀ ଚାକିରୀ କରନ୍ତି।କମ୍ପାନୀ ରୁ ବାଇକ ରେ ଜଗତପୁର ଗୋଲେଇ ଛକକୁ ଯାଉଥିବା ସମୟରେ ଏଭଳି ଘଟଣା ଘଟିଛି।ଯୁବକ ଜଣକ ଛତିଆ ଅଞ୍ଚଳର ମନୋରଞ୍ଜନ ସାହୁ।

   Related Posts