Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

୪୮ ରନ କରି ଆଉଟ ହେଲେ କେ.ଏଲ.ରାହୁଲ : ଭାରତ ୯୮/୨(୨୧ ଓଭର)

27/06/2019 at 4:17 PM

ୱେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଚାଲିଥିବା ମ୍ୟାଚରେ ଭାରତ ଟସ୍ ଜିତି ବ୍ୟାଟିଙ୍ଗ କରୁଛି । ଭାରତର ଦ୍ୱୀତୀୟ ୱିକେଟର ପତନ ଘଟିଛି । କେ.ଏଲ ରାହୁଲ ୬୪ଟି ବଲ ଖେଳି ୬ଟି ଚୌକା ସହାୟତାରେ ୪୮ ରନ କରି ଆଉଟ୍ ହୋଇଛନ୍ତି । ମ୍ୟାଚର ୨୧ତମ ଓଭରରେ ଦଳର ରନ ୯୮ ଥିବାବେଳେ ହୋଲ୍ଡରଙ୍କ ବଲରେ ରାହୁଲ ବୋଲ୍ଡ ହୋଇଛନ୍ତି ।  

   Related Posts