PUCC ନେଇ ପରିବହନ ମନ୍ତ୍ରୀଙ୍କ ବଡ଼ ସୂଚନା, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ

NEWS7
know-about-kinnar-last-ritual

ଆସ୍କା ୧୧।୨: PUCC ଫାଇନ୍ କମାଇବା ଯୋଜନା ଚାଲିଛି । PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବଡ଼ ସୂଚନା । ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଲେ ପରିବହନ ମନ୍ତ୍ରୀ । ଆହୁରି ମଧ୍ୟ ଟୋଲ୍ ଗେଟ୍‌ରେ PUCC ଫାଇନ୍ କମାଇବା ପାଇଁ ଯୋଜନା ଚାଲିଥିବା ମନ୍ତ୍ରୀ କହିଛନ୍ତି । ୧୦ ହଜାର ଟଙ୍କା ଫାଇନ୍କୁ କମ୍ କରିବାକୁ ଆଲୋଚନା ଚାଲିଛି । ରାଜ୍ୟରେ ବାୟୁ ପ୍ରଦୂଷଣ ନେଇ କଡ଼ାକଡ଼ି ହୋଇଥିଲା PUCC ନିୟମ । ଯାହାର ଗାଡ଼ି ଅଛି, PUCC କରିବାକୁ ସରକାର କହିଥିଲେ ବୋଲି ମନ୍ତ୍ରୀ କହିଛନ୍ତି ।