Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଶରୀର ପାଇଁ ଅତ୍ୟନ୍ତ ଲାଭ ଦାୟକ ହୋଇଥାଏ ଜାମୁ କୋଳି, ଜାଣନ୍ତୁ ଏହାର ଫାଇଦା

21/06/2021 at 6:42 PM

ନୂଆଦିଲ୍ଲୀ ୨୧/୦୬: ଗ୍ରୀଷ୍ମ ଋତୁରେ ଆସୁଥିବା ଜାମୁ କୋଳି ଆପଣ ନିଶ୍ଚୟ ଖାଇଥିବେ । ଜାମୁ କୋଳିକୁ ଏକ ଗୁରୁତ୍ୱପୂର୍ଣ୍ଣ ଆୟୁର୍ବେଦିକ ଔଷଧ ବୋଲି ବିବେଚନା କରାଯାଏ । ଏହା ଏପରି ଏକ ଫଳ ଯାହା ଗ୍ରୀଷ୍ମ ଋତୁରେ ପ୍ରଚୁର ପରିମାଣରେ ମିଳିଥାଏ । ଜାମୁ କୋଳିରେ ଭିଟାମିନ୍ ବି ଏବଂ ଆଇରନ୍ ଭରପୂର ରହିଥାଏ । ଏହାକୁ ଖାଇବା ଦ୍ୱାରା କ୍ୟାନ୍ସର୍, ପାଟି ଘା’ ଏବଂ ଗ୍ରୀଷ୍ମ ଋତୁରେ ‘ଲୁ’ ହେବାର ଆଶଙ୍କା କମ୍ ରହିଥାଏ । ଚାଲନ୍ତୁ ଜାଣିବା ଏହାର ଫାଇଦା ବିଷୟରେ…

-ପେଟ ଯନ୍ତ୍ରଣା ହେବା କିମ୍ବା ଖାଦ୍ୟ ହଜମ ନହେଉଥିଲେ ଜାମୁ କୋଳି ଖାଆନ୍ତୁ । ଲିଭର୍ ସମସ୍ୟା ଥିଲେ ଜାମୁ କୋଳି ରସ ଅତ୍ୟନ୍ତ ଲାଭ ଦାୟକ ହୋଇଥାଏ ।

-ଜାମୁ କୋଳିରେ ଅନେକ ପ୍ରକାରର ପୋଷକ ତତ୍ତ୍ୱ ମିଳିଥାଏ । ଯାହା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ । ଜାମୁ କୋଳିରେ କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍, ଭିଟାମିନ୍ ମିଳିଥାଏ ।

-ଚର୍ମର ରଙ୍ଗର ଉନ୍ନତି କରିବା ପାଇଁ ଜାମୁ କୋଳି ସହାୟକ ହୋଇଥାଏ । ମଖ ବ୍ରଣର ସମସ୍ୟା ଦୁର କରିଥାଏ ।

-ମଧୁମେହ ରୋଗୀମାନଙ୍କ ପାଇଁ ଜାମୁ କୋଳି ଅତ୍ୟନ୍ତ ଲାଭ ଦାୟକ ହୋଇଥାଏ । ଏହା ସୁଗାର୍ ଲେବଲକୁ ନିୟନ୍ତ୍ରଣ କରିଥାଏ ।

   Related Posts