Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • JEE ମେନ୍ ରେଜଲ୍ଟ ପ୍ରକାଶିତ
  • ||
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||

ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କଲେ ବିରାଟ: ଫ୍ୟାନ୍ସ ପୁଣି ପଚାରିଲେ କାହାଁନ୍ତି ରୋହିତ ଶର୍ମା ?

2/08/2019 at 6:46 PM

​‌ଫ୍ଲୋରିଡା୨|୮: ଆଗାମୀ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଓ୍ବେଷ୍ଟଇଣ୍ଡିଜରେ ପହଞ୍ଚି ସାରିଛି। ଆସନ୍ତା ଅଗଷ୍ଟ ୩ ତାରିଖରେ ଫ୍ଲୋରିଡାରେ ପ୍ରଥମ ଟି-୨୦ ମ୍ୟାଚ ଖେଳାଯିବ। ଓ୍ବେଷ୍ଟଇଣ୍ଡିଜ ଯିବା ପୂର୍ବରୁ ଭାରତୀୟ ଟିମର ଅଧିନାୟକ ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ମଧ୍ୟରେ ବିବାଦ ଚାଲିଥିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଥିଲା। ସବୁ ବାଦ ବିବାଦ ପରେ ବିରାଟ କୋହଲିଙ୍କ ନେତୃତ୍ବ ଟିମ ଇଣ୍ଡିଆ ଓ୍ବେଷ୍ଟଇଣ୍ଡିଜରେ ପହଞ୍ଚି ସାରିଛି।

ଏହି ସମୟରେ ବିରାଟ ନିଜ ଟ୍ବିଇଟରେ ଏକ ଗ୍ରୁପ ଫଟୋ ପୋଷ୍ଟକରି ପୁରୁଣା ବିବାଦକୁ ତାଜା କରିଦେଇଛନ୍ତି। ବିରାଟ ଟ୍ବିଇଟରେ ପୋଷ୍ଟ କରିଥିବା ଫଟୋରେ ଇଣ୍ଡିଆ ଟିମର ୮ ଜଣ ଚିହ୍ନା ଖେଳାଳିଙ୍କ ମୁହଁ ରହିଛି। ହେଲେ ଗ୍ରୁପ ଫଟୋରେ  ରୋହିତ ଶର୍ମା ନାହାଁନ୍ତି। ଏନେଇ ଟ୍ବିଇଟରେ ବିରାଟଙ୍କୁ ପ୍ରଶଂସକ ପ୍ରଶ୍ନ ପଚାରିବା ଆରମ୍ଭ କରିଦେଇଛନ୍ତି। ବିରାଟଙ୍କୁ ପଚରାଯାଇଥିବା ପ୍ରଶ୍ନଗୁଡିକକୁ ଦେଖନ୍ତୁ

   Related Posts