Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||
  • ଥରିଲା ପାକିସ୍ତାନ, ୪.୫ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୬ ଜଣଙ୍କ ଜୀବନ
  • ||
  • ହ୍ରାସ ପରେ ପୁଣି ବଢିଲା ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୪୫୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ସୋର : କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ, ବେକ ଓ ଆଖି ପତାରେ ରହିଛି କ୍ଷତ ଚିହ୍ନ
  • ||

ଶୀତୁଆ ସନ୍ଧ୍ୟାରେ ଜମୁଛି କୋଣାର୍କ ଉତ୍ସବ ; ଶାସ୍ତ୍ରୀୟ ଓଡିଶୀ ଓ କୁଚିପୁଡି ନୃତ୍ୟରେ ଝୁମିଲେ ଦର୍ଶକ

4/12/2018 at 11:46 AM

କୋଣାର୍କ ୦୪|୧୨: ଶୀତୁଆ ସଂନ୍ଧ୍ୟାରେ ଜମୁଛି କୋଣାର୍କ ଉତ୍ସବ । ଆଜି କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା । ଚତୁର୍ଥ ସନ୍ଧ୍ୟାରେ ଗୌହାଟି ରୁ ଆସିଥିବା ଅନ୍ବେଶା ମହାନ୍ତ ଏବଂ ଗ୍ରୁପ ଶାସ୍ତ୍ରୀୟ ନୃତ୍ୟ ପରିବେଷଣ କରିବେ । କୋଣାର୍କ ଉତ୍ସବର ତୃତୀୟ ସନ୍ଧ୍ୟାକୁ ପୁରୀ ଶ୍ରୀ ଶ୍ରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରଦୀପ ପ୍ରଜ୍ବଳନ କରି ଏହାକୁ ଉଦଘାଟନ କରଥିଲେ । ଏହି ଅନ୍ତର୍ଜାତୀୟ ଉତ୍ସବରେ ପୂର୍ବତନ ହକି ତାରକା ଦିଲୀପ ତିର୍କୀ ଉପସ୍ଥିତ ଥିଲେ। ଶାସ୍ତ୍ରୀୟ ଓଡିଶୀ ଓ କୁଚିପୁଡି ନୃତ୍ୟରେ ଦର୍ଶକ ଝୁମିଥିଲେ l

   Related Posts