Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଆଜିଠୁ ବିଶ୍ବ ପ୍ରସିଦ୍ଧ କୋଣାର୍କ ମହୋତ୍ସବ : ମୁକ୍ତାକାଶ ରଙ୍ଗମଞ୍ଚରେ ୫ଦିନ ଧରି ଚାଲିବ ଶାସ୍ତ୍ରୀୟ ବାଦ୍ୟ ନୃତ୍ୟ ଓ ସଂଗୀତର ମହାକୁମ୍ଭ

1/12/2019 at 4:40 PM

ପୁରୀ ୧/୧୨: ଆଜିଠୁ ଆରମ୍ଭ ହେବ ୩୦ତମ  ଅନ୍ତର୍ଜତୀୟ କୋଣାର୍କ ଉତ୍ସବ ଓ ଆନ୍ତର୍ଜାତିକ ବାଲୁକା କଳା ଉତ୍ସବ ।  ୫ଦିନ ଧରି କୋଣାର୍କ ମୁକ୍ତାକାଶ ରଙ୍ଗ ମଞ୍ଚରେ ପରିବେଷଣ କରାଯିବ  ଓଡିଶୀ, ଭାରତନାଟ୍ୟମ, କଥକଲି, ମୋହିନିଅଟ୍ଟମ, କୁଚିପୁଡି, କଥକ ପରି ଶାସ୍ତ୍ରୀୟ ନୃତ୍ୟ । 

କୋଣାର୍କ ମହୋତ୍ସବରେ ଆଜି ପ୍ରଥମ ସନ୍ଧ୍ୟାରେ ପ୍ରଥମ କାର୍ଯ୍ୟକ୍ରମରେ ଓଡିଶୀ ନୃତ୍ୟ  ପରିବେଷଣ କରିବେ ଭୁବନେଶ୍ବରର ସୃଜନ ଗ୍ରୁପ।  ସନ୍ଧ୍ୟାର ଦ୍ବିତୀୟ କାର୍ଯ୍ୟକ୍ରମରେ କଥକ ନୃତ୍ୟ ପରବେଷଣ କରିବେ ପୁନେର ଗୁରୁ ଶାମା ଭଟେ ଏବଂ ଗ୍ରୁପ। ଶାସ୍ତ୍ରୀୟ ନୃତ୍ୟ ସହ ଚନ୍ଦ୍ରଭାଗାରେ ଆୟୋଜନ କରାଯାଇଛି ଆନ୍ତର୍ଜାତିକ ବାଲୁକା କଳା  ମୋହୋତ୍ସବ । ଏଥିରେ  ୪୧ଟି ଷ୍ଟଲ ରହିଛି ।

ଭାରତ ସମେତ ୬ଟି ଦେଶର ବାଲୁକା ଶିଳ୍ପୀ ଭାଗନେଇଛନ୍ତି । ପର୍ଯ୍ୟଟକମାନଙ୍କୁ ଆକର୍ଷଣ କରିବାକୁ ଅର୍କକ୍ଷେତ୍ର କୋଣାର୍କକୁ ଭଳିକି ଭଳି ଆକର୍ଷଣୀୟ ତୋରଣ ସାଙ୍ଗକୁ ନାନା ରଙ୍ଗର ରଙ୍ଗୀନ ଆଲୋକରେ ରଙ୍ଗୀନ କରାଯାଇଛି।

   Related Posts