Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦ୍ୱିତୀୟ ଲହରର କରୁଣ ଚିତ୍ର : ହସ୍ପିଟାଲରେ ବେଡ୍ ନାହିଁ, ଫୁଟ୍ ପାଥ୍‌ରେ ଶୋଇଛନ୍ତି କରୋନା ସଂକ୍ରମିତ
  • ||
  • ରାଉରକେଲା : ଦିଲ୍ଲୀରେ ଅକ୍ସିଜେନ୍ ସଙ୍କଟ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରୁ ପଠାଗଲା ଅକ୍ସିଜେନ୍ ଟ୍ୟାଙ୍କର
  • ||
  • ଯାଜପୁର : ଅକ୍ସିଜେନ୍ ସଙ୍କଟ, ଯାଜପୁରରୁ ବିଶାଖାପାଟଣା ଓ ପୁଣେ ଗଲା ୨ଟି ଅକ୍ସିଜେନ୍ ଟ୍ୟାଙ୍କର
  • ||
  • ଅନୁଗୋଳ : ଅନୁଗୋଳ ଜିଲ୍ଲାର ୨ଟି ମ୍ୟୁନିସିପାଲଟି ସଟଡାଉନ୍, କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା ନବମିଶ୍ର କଲୋନୀ
  • ||
  • କଳାହାଣ୍ଡି : ପୋଲିସ ରିଜର୍ଭ ଅଫିସରେ ସର୍ଜନ ଓ OAPF ଯବାନଙ୍କ ମଧ୍ୟରେ ମାଡ ଘଟଣା, ଉଭୟଙ୍କୁ ନିଲମ୍ବିତ କଲେ ଏସପି
  • ||
  • କଳାହାଣ୍ଡି : ଜିଏସଟି ଏନଫୋର୍ସମେଣ୍ଟ ଟିମ୍‌ର ଚଢାଉ, ଟ୍ରକ୍‌ରୁ ୫ ଲକ୍ଷ ୩୫ ହଜାର ଟଙ୍କା ଜରିମାନା ଆଦାୟ
  • ||
  • କରୋନା ବେଲଗାମ୍, ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୩୨ ହଜାରରୁ ଅଧିକ କେସ୍, ୨୨୬୩ ମୃତ
  • ||
  • ଦୁର୍ଘଟଣାରେ ଆହତ ହେଲେ ମଞ୍ଚ କଳାକାର ରତିକାନ୍ତ ବେହେରା, ହସ୍ପିଟାଲରେ ଭର୍ତ୍ତି
  • ||
  • ଚାଲିଥିଲା ଚୋରା ବନ୍ଧୁକ କାରବାର, ମାଡିବସିଲା ପୋଲିସ, ପିସ୍ତଲ ଜବତ
  • ||
  • ସଂକ୍ରମଣ ସାଙ୍ଘାତିକ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୨୧୫ ପଜିଟିଭ୍
  • ||

ବଦଳିଲା କୋଣାର୍କ ସୂର୍ଯ୍ୟମନ୍ଦିରରେ ପ୍ରବେଶ ଓ ପ୍ରସ୍ଥାନ ସମୟ

1/11/2019 at 9:07 AM

କୋଣାର୍କ ।୧୧: ଆଜିଠୁ କୋଣାର୍କ ସୂର୍ଯ୍ୟମନ୍ଦିରରେ ପ୍ରବେଶ ଓ ପ୍ରସ୍ଥାନ ସମୟ ପରିବର୍ତ୍ତନ ହୋଇଛି । ସକାଳ ୬ଟାରୁ ଖୋଲାଯାଇ ସନ୍ଧ୍ୟା ୬ଟାରେ ବନ୍ଦ ହେବ ମନ୍ଦିର । ପୂର୍ବରୁ ସୂର୍ଯ୍ୟ ମନ୍ଦିର ସକାଳ ୭ଟାରୁ ଖୋଲି ସନ୍ଧ୍ୟା ୭ଟାରେ ବନ୍ଦ ହେଉଥିଲା ।

ସେହିପରି  ଲାଇଟ୍ ଓ ସାଉଣ୍ଡ ର ସମୟ ମଧ୍ୟ ପରିବର୍ତ୍ତନ ହୋଇଛି  । ସନ୍ଧ୍ୟା ୭ଟା ୩୦ମିନିଟରୁ ଆରମ୍ଭ ହୋଇ ରାତ୍ର ୮ଟା ୧୦ମିନିଟ୍ ପର୍ଯ୍ୟନ୍ତ ଚାଲିବ । ଏଥିରେ ଦୁଇଟି ସୋ କରାଯିବ ଯାହାକି  ୪୦ମିନିଟ ସମୟ ଧାର୍ଯ୍ୟ କରାଯାଇଛି ।

ପୂର୍ବରୁ ପର୍ଯ୍ୟଟକ ଟିକେଟ କରି ଏକ ଘଣ୍ଟା ଅପେକ୍ଷା କରୁଥିଲେ ଆଜି ଏହି ନିୟମ ଲାଗୁ ହେବାରୁ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ଭିଡ଼ ଦେଖିବାକୁ ମିଳିଛି ।

   Related Posts