Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||

ବିଜେଡିରେ ମିଶିଲେ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ

12/08/2018 at 7:35 AM

ଭୁବନେଶ୍ୱର ୧୨/୮ : ବିଜେଡିରେ ମିଶିଲେ କୋରାପୁଟ ଜିଲ୍ଲା କୋଟପାଡ ଅଞ୍ଚଳର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ଉପସ୍ଥିତିରେ ଏହି ନେତାମାନେ ବିଜେଡିରେ ସାମିଲ ହୋଇଛନ୍ତି । ନବୀନଙ୍କ ନୀତି ଓ ଶାସନରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି କର୍ମୀମାନେ । ତେବେ କ୍ରୀଡ଼ାମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରା ଏବଂ ବିଜେଡି ନେତା ତେଜେଶ୍ୱର ପରିଡାଙ୍କ ନେତୃତ୍ୱରେ ଏମାନେ ଦଳରେ ସାମିଲ ହୋଇଛନ୍ତି |

   Related Posts